ଆଜିର ରାଶିଫଳ (୯/୩, ଶନିବାର)

ମେଷ- ଶୁକ୍ଳ ପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ପ୍ରତିକୂଳତା ରହିବ । ସାଂସାରିକ ଆୟ ବ୍ୟୟ ସମାନ ରହିବ । ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ବ୍ୟୟ ବହୁଳତା ରହିବ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲିଭର ।
ବୃଷ- ଏକାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ସ୍ୱତ୍ରରୁ ହଠାତ୍ ଅର୍ଥପ୍ରାପ୍ତି ହୋଇପାରେ । ସାଂସାରିକ ଉଚ୍ଚ ଆଶା ପୂର୍ଣ୍ଣ ହେବ । ·କିରିରେ ଶୁଭଫଳ ମିଳିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
ମିଥୁନ- ଦଶମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟସିଦ୍ଧି ସହ ମାନ ସମ୍ମାନ ବୃଦ୍ଧିପାଇବ । ·କିରିରେ ସହଯୋଗ ମିଳିବ । ମହିଳାମାନଙ୍କର ସ୍ୱାଭିମାନ ଅପୂର୍ଣ୍ଣ ରହିବ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍ ।
କର୍କଟ- ଶୁକ୍ଳ ପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ ଯୋଜନା କରି ସଫଳ ହେବେ । ସାଂସାରିକ ସଂସ୍କାର ବୃଦ୍ଧି ପାଇବ । ମହିଳାମାନେ ଆଦର୍ଶ ଜୀବନ ବିତାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ- ଦୁଃସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ କାର୍ଯ୍ୟହାନି ଓ ମନସ୍ତାପ ରହିବ । ସାଂସାରିକ ଦ୍ରବ୍ୟାଦି ହାନି ହୋଇପାରେ । ମହିଳାମାନେ ନିଜକୁ ହେୟ ମନେ କରିବେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍ ।
କନ୍ୟା- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନ ଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ଉନ୍ନତି କରିବେ । ·କିରିରେ ମାନ ମର୍ଯ୍ୟାଦା ବୃଦ୍ଧି ପାଇବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୨, ଶୁଭରଙ୍ଗ-ସିଲିଭର ।
ତୁଳା- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ଦୁଃସାହସିକ ଭିତ୍ତିରେ କର୍ମ ତୁଲାଇବେ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ରାଜନୀତିରେ ନେତୃତ୍ୱ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୬, ଶୁଭ ରଙ୍ଗ-ଧଳା ।
ବିଛା- ଶୁକ୍ଳ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ହଠାତ୍ ଦୂରସ୍ଥାନକୁ ଯାଇପାରନ୍ତି । ମହିଳାମାନେ ରକ୍ଷଣଶୀଳ ହେବେ । ରାଜନୀତିରେ ଲାଭାନ୍ନିତ ହେବେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି୍ ।
ଧନୁ- ଘାତଚନ୍ଦ୍ର କାରଣରୁ କର୍ମକ୍ଷେତ୍ରରେ କିଛିଟା ସମସ୍ୟା ଭିତରେ ଆଗେଇବେ । ସାଂସାରିକ ଅଶାନ୍ତି ରହିବ । ·କିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ଚିନ୍ତା ଜନକ ରହିବ ।ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
ମକର- ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ବଡ ଧରଣର କାର୍ଯ୍ୟକୁ ତୁଲାଇବେ । ସାଂସାରିକ ସୁଖ ସମ୍ମାନ ପାଇବେ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୩, ଶୁଭରଙ୍ଗ-କ୍ରୀମ୍ ।
କୁମ୍ଭ- ଶୁକ୍ଳ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କୌଣସି ସୂତ୍ରରୁ ଅର୍ଥପ୍ରାପ୍ତି ହୋଇ ପାରେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ପରିବହନ ଓ ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ନୀଳ ।
ମୀନ- ଶ୍ରୀଚନ୍ଦ୍ର କାରଣରୁ କର୍ମକ୍ଷେତ୍ର ଉତ୍ସାହ ଜନକ ରହିବ । ସାଂସାରିକ ଅତିଥିଙ୍କ ଆଗମନ ହୋଇପାରେ । ଚାକିରିରେ ପ୍ରଶଂସା ପାଇବେ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲଡେନ୍ ।