PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟାଉନ ଥାନା ଅନ୍ତର୍ଗତ ରିଜେଣ୍ଟ ମାର୍କେଟ୍‌ ଅଞ୍ଚଳରେ ଏକ ସମ୍ପ୍ରଦାୟର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ଫାଙ୍କା ଗୁଳି ଚାଳନା କରି ୧୦ ଅଟକ
  • ||
  • ସୁନ୍ଦରଗଡ଼ : ସୁନ୍ଦରଗଡ଼ ଟେନ୍ସା ଗୀତାରାଣୀ ମାଇନ୍ସ ସମ୍ମୁଖରେ ଅଘଟଣ, ହାଇଓ୍ୱା ସହ ଜିଅନ୍ତା ଜଳିଗଲେ ଡ୍ରାଇଭର
  • ||
  • ବଡ଼ବିଲ : କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ବସନ୍ତପୁର ମାଝୀ ସାହିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବିଭତ୍ସ ହତ୍ୟାକାଣ୍ଡ, କଟୁରୀରେ ହାଣି ମୁଣ୍ଡଗଣ୍ଡି ଅଲଗା କରିଦେଲା ଦୁର୍ବୃତ୍ତ
  • ||
  • ବାରିପଦା : ବାରିପଦା ଷ୍ଟେସନ ଠାରେ ଗଛ ପଡ଼ି ଇଲେକ୍ଟ୍ରିକ ତାର ଛିଡି ଅଟକିଲା ଟ୍ରେନ, ବିଳମ୍ବରେ ଚାଲିବ ଟ୍ରେନ
  • ||
  • ଭଦ୍ରକ : ସମ୍ଭାବ୍ୟ ବନ୍ୟା ଲାଗି ଛୁଟି ବାତିଲ, ମୁକାବିଲା ପାଇଁ ଓଡ୍ରାଫ-ଏନ୍‌ଡିଆରଏଫ୍‌-ଅଗ୍ନିଶମ ବାହିନୀ ପ୍ରସ୍ତୁତ
  • ||
  • ବାରିପଦା : ବିଶୋଇ ଥାନା ଲୋହାକାନି ଭୋଳ ବେଡା ଗ୍ରାମରେ ବିଳମ୍ୱିତ ରାତିରେ ଭୁଷୁଡିଲା ଘରର କାନ୍ଥ, ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ
  • ||
  • ଲକ୍ଷ୍ନୌ : ଭୂକମ୍ପରେ ଥରିଲା ଲକ୍ଷ୍ନୌ ସମେତ ୟୁପିର କେତେକ ଜିଲ୍ଲା , କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା
  • ||
  • ପୁରୀ : ଶ୍ରଦ୍ଧାଳୁଙ୍କ ବେକରେ ବ୍ଲେଡ୍‌ ମାରି ସୁନା ଚେନ୍‌ ଲୁଟ ଉଦ୍ୟମ ଫେଲ୍, ଧରାପଡି ଛେଚା ଖାଇଲେ ୩ ଲୁଟେରା
  • ||
  • ସମ୍ବଲପୁର : ୬୨୧.୦୨ ଫୁଟ୍‌କୁ ଖସିଲା ହୀରାକୁଦ ଜଳଭଣ୍ଡାର ଜଳସ୍ତର, ୨୦ ଗେଟ ଦେଇ ଚାଲିଛି ବନ୍ୟାଜଳ ନିଷ୍କାସନ
  • ||
  • ଭୁବନେଶ୍ୱର : ୨୧ରୁ ବନ୍ୟାଞ୍ଚଳ ଗସ୍ତ କରିବ ପିସିସି ଟିମ୍‌, ୨୩ ସୁଦ୍ଧା ଦେବେ ରିପୋର୍ଟ
  • ||
  • ବାଲିଗୁଡ଼ା : ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ସିମନବାଡ଼ି ଗ୍ରାମ ନିକଟରେ ଥିବା ପୋଲର ପାର୍ଶ୍ଵ ରାସ୍ତା ଧସି ଯାଇଛି, ବସ୍ ଚଳାଚଳ ସମ୍ପୂର୍ଣ୍ଣ ଠପ୍
  • ||
  • କେନ୍ଦୁଝର : କେନ୍ଦୁଝର ଜିଲ୍ଲା ସଦର ବ୍ଲକ ମହାଦେଇଯୋଡ଼ା ପଞ୍ଚାୟତ ଟିକରପଡ଼ାରେ ଲଗାଣ ବର୍ଷାରେ କାନ୍ଥ ଭୁଷୁଡ଼ି ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର
  • ||
  • ଜୟପୁର/ଦିଲ୍ଲୀ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ୬ଶ୍ରଦ୍ଧାଳୁଙ୍କ ଜୀବନ : ୨୦ରୁ ଅଧିକ ଆହତ, ପ୍ରଧାନମନ୍ତ୍ରୀଙ୍କ ଶୋକପ୍ରକାଶ
  • ||
  • ନୂଆଦିଲ୍ଲୀ : ବାଙ୍କ ବିହାରୀ ମନ୍ଦିରରେ ବଡ଼ ଧରଣ ଅଘଟଣ, ମଙ୍ଗଳା ଆରତୀ ସମୟରେ ଦଳା ଚକଟାରେ ଦୁଇ ମୃତ
  • ||

ଆଜିର ରାଶିଫଳ (୧୫/୩, ଶୁକ୍ରବାର)

ମେଷ- ତୃତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦେହ ଓ ମନ ଭଲ ରହିବ । ସାଂସାରିକ ଦକ୍ଷ ପ୍ରତିପାଦିତ ହେବେ । ମହିଳାମାନେ ଆଦର ସମ୍ମାନ ପାଇବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଆଶାନୁରୂପ ଫଳ ପାଇବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ମେରୁନ୍‌ ।
ବୃଷ- ଶୁକ୍ଳ ପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ସୁଖ ସମ୍ମାନ ପାଇବେ । ସାଂସାରିକ ଆର୍ଥିକ ପରିବର୍ତ୍ତନ ଆସିବ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।
ମିଥୁନ- ଶ୍ରୀ ଚନ୍ଦ୍ର କାରଣରୁ ଦିନ ଚର୍ଯ୍ୟା ବିଳାସପୂର୍ଣ୍ଣ ରହିବ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତି ହେବ । ·କିରିରେ ପ୍ରଶଂସା ପାଇବେ । ମହିଳାମାନେ ଆଦରଣୀୟା ହେବେ । ବାଣିଜ୍ୟରେ ଉତ୍ତମ ଫଳ ମିଳିବ । ଶୁଭଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
କର୍କଟ- ଶୁକ୍ଳ ପକ୍ଷ ବ୍ୟୟଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ହେଉଥିବା କାର୍ଯ୍ୟ ଅଳ୍ପକେ ବିଗିଡ଼ି ପାରେ । ସାଂସାରିକ ଭୁଲ୍‌ବୁଝାମଣା ରହିବ । ·କିରିରେ କାର୍ଯ୍ୟଭାର ରହିବ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ସିଂହ- ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ପ୍ରତିଟି କାର୍ଯ୍ୟରେ ଆଗେଇ ଚାଲିବେ । ସାଂସାରିକ ସୁଖ ସମ୍ମାନ ପାଇବେ । ·କିରିରେ ମାନ ମର୍ଯ୍ୟାଦା ପ୍ରାପ୍ତି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରୀମ୍‌ ।
କନ୍ୟା- ଦଶମ ଭାବରେ ଘାତଚନ୍ଦ୍ର କାରଣରୁ କିଛିଟା ଉତ୍ତେଜନା ଭିତରେ କାର୍ଯ୍ୟ ହାସଲ କରିବେ । ସାଂସାରିକ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ପ୍ରିକୂଳତା ଭିତରେ ଆଗେଇବେ । ଶୁଭଅଙ୍କ-୨, ଶୁଭରଙ୍ଗ-ସିଲିଭର ।
ତୁଳା- ଶୁକ୍ଳ ପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମକ୍ଷେତ୍ରରେ ପରିସର ବୃଦ୍ଧି ପାଇବେ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ପ୍ରସାର ହେବ ।ଶୁଭ ଅଙ୍କ-୮, ଶୁଭ ରଙ୍ଗ-ସିଲିଭର
ବିଛା- ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ । ସାଂସାରିକ ଖର୍ଚ୍ଚାନ୍ତ ରହିବ । ମହିଳାମାନେ ଚିନ୍ତାରେ ରହିବେ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-କମଳା ।
ଧନୁ- ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ଉପାୟରେ ଅର୍ଥାଗାମ ହେବ । ସାଂସାରିକ ସୁଖ ସନ୍ତୋଷ ପ୍ରାପ୍ତ ହେବ । ·କିରିରେ କତ୍ତୃପକ୍ଷଙ୍କର ଚାପ ରହିବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ ।
ମକର- ଷଷ୍ଠ ଭାବରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରରେ ଦୃଢ଼ମନା ରହିବ । ସାଂସାରିକ ସହଯୋଗ ମିଳିବ । ମହିଳାମାନେ ରକ୍ଷଣଶୀଳ ହେବେ । ବାଣିଜ୍ୟରେ ଲାଭ ଜନକ ରହିବ । ଶୁଭଅଙ୍କ-୩, ଶୁଭରଙ୍ଗ-କ୍ରୀମ୍‌ ।
କୁମ୍ଭ- ଶୁକ୍ଳ ପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ଚଳଚଞ୍ଚଳ ରହିବେ । ସାଂସାରିକ ସନ୍ତାନ ସନ୍ତତିମାନେ ଉନ୍ନତି କରିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍‌ ।
ମୀନ- ଶୁକ୍ଳ ପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମକ୍ଷେତ୍ରରେ ବ୍ୟୟ ବୃଦ୍ଧି ରହିବ । ସାଂସାରିକ ସମସ୍ୟା ରହିବ । ରାଜନୀତିରେ ପ୍ରତି ଦ୍ୱନ୍ଦ୍ୱିତା ରହିବ । ବାଣିଜ୍ୟରେ ମନ୍ଥରତା ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍‌ । . . .