PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

‘ପୁଷ୍ପା ୨’ କୁ ନେଇ ରଶ୍ମିକାଙ୍କ ଖୁଲାସା, ଫିଲ୍ମ ବିଷୟରେ ଦେଲେ ବଡ ସୂଚନା

ନୂଆଦିଲ୍ଲୀ ୦୭/୧୦: ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଏବଂ ରଶ୍ମିକା ମନ୍ଦନାଙ୍କ ଅଭିନୀତ ଫିଲ୍ମ ‘ପୁଷ୍ପା’ର ସିକ୍ୱେଲକୁ ଦର୍ଶକ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଫିଲ୍ମ ‘ପୁଷ୍ପା ୨’ ଘୋଷଣା ହେବା ପରଠାରୁ ସୋସିଆଲ ମିଡିଆରେ ଏହାକୁ ନେଇ ଅନେକ ଗୁଜବ ସୃଷ୍ଟି ହେଉଛି। ବର୍ତ୍ତମାନ ରଶ୍ମିକା ଫିଲ୍ମ ବିଷୟରେ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।

Pushpa', which is rocking the box office, got a setback, the matter is  related to Allu Arjun and Rashmika Mandanna – PressWire18

ରଶ୍ମିକା ଆଜିକାଲି ତାଙ୍କ ଆଗାମୀ ଫିଲ୍ମ ‘ଗୁଡ୍‌ବାଏ’ କୁ ନେଇ ଚର୍ଚ୍ଚାରେ। ଫିଲ୍ମର ପ୍ରମୋସନ୍ ପାଇଁ ସେ ଅନେକ ଇଭେଣ୍ଟରେ ଯୋଗ ଦେଉଛନ୍ତି। ଏହି ସମୟରେ ଏକ ଇଣ୍ଟରଭ୍ୟୁରେ, ରଶ୍ମିକା ‘ପୁଷ୍ପା ୨’ ବିଷୟରେ କହିଛନ୍ତି। ସେ କହିଛନ୍ତି, ଖୁବ୍ ଶୀଘ୍ର ଫିଲ୍ମର ଟିମ୍ ପୁଷ୍ପା: ଦି ରୁଲ୍ ଉପରେ କାମ ଆରମ୍ଭ କରିବେ।

Pushpa 2: Is it true that Rashmika Mandana's character is dying? Here is  the response given by 'Pushpa 2' producers .. | Pushpa 2 in Rashmika  Mandanna role says producer - filmyzoo - Hindisip

ଫିଲ୍ମ ‘ପୁଷ୍ପା’ କୁ ନେଇ ଦର୍ଶକଙ୍କ ମଧ୍ୟରେ କ୍ରେଜ୍ ଏପରି ଥିଲା ଯେ ଏହାର ଗୀତ, ସିନ୍ ଏବଂ ଡାଏଲଗ୍ ସୋସିଆଲ ମିଡିଆରେ ଖୁବ୍ ଟ୍ରେଣ୍ଡ୍ ହେଉଥିଲା। ବର୍ତ୍ତମାନ ରଶ୍ମିକା କହିଛନ୍ତି ଯେ ପୁଷ୍ପା ୨ ଫିଲ୍ମର ସୁଟିଂ ଖୁବ୍ ଶୀଘ୍ର ଆରମ୍ଭ ହେବ।