ପ୍ରମୂଖ ଖବର
  • ପୁରୀ: ନବଦିନାତ୍ମକ ଯାତ୍ରା ସାରି ବାହୁଡିବେ ନୀଳାଦ୍ରିନାଥ, ବାହୁଡ଼ାଦିଅଁଙ୍କ ପହଣ୍ଡି ବିଜେ
  • ||
  • ସୁନ୍ଦରଗଡ଼: ପ୍ରେମ କଳିକୁ ନେଇ ଡବଲ ମର୍ଡର, ପ୍ରେମିକା ଓ ତାର ସହପାଠୀକୁ ଛୁରୀ ଭୁସି ହତ୍ୟା କଲା ଡ୍ରାଇଭର୍ ପ୍ରେମିକ
  • ||
  • ଭୁବନେଶ୍ୱର: କଳାଭୂମି ନିକଟରେ ବୃଦ୍ଧଙ୍କ ଉପରେ ମାଡିଗଲା ବାଲି ବୋଝେଇ ଟ୍ରକ୍‌, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ୱିମ୍ବଲଡନ ଟାଇଟଲ ଲଢ଼େଇ: ଭେଟେରାନ ଜୋକୋଭିକଙ୍କୁ ହରାଇ କାର୍ଲୋସ ଅଲକାରାଜ ଚାମ୍ପିଅନ୍
  • ||
  • ସୋମବାରଠୁ ସିବିଏସ୍‌ଇ ସପ୍ଲିମେଣ୍ଟାରୀ ପରୀକ୍ଷା, ଉଭୟ ଦଶମ ଓ ଦ୍ୱାଦଶ ଛାତ୍ରଛାତ୍ରୀ ଦେବେ ଏକ୍ସଜାମ୍
  • ||
  • ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣ- ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଜନ୍ମବେଦିରୁ ଶ୍ରୀମନ୍ଦିରକୁ ବାହୁଡିବେ ଚତୁର୍ଦ୍ଧାମୂର୍ତ୍ତି: ୧୨ଟାରେ ପହଣ୍ଡି, ୪ଟାରେ ରଥ ଟଣା
  • ||

ପାଖେଇ ଆସିଲାଣି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା, ଶୃଙ୍ଖଳିତ ଘୋଷଯାତ୍ରା ପାଇଁ ପ୍ରଶାସନର ମକ୍‌ଡ୍ରିଲ୍‌

ପୁରୀ ୦୪/୦୭: ଆଉ ତିନି ଦିନ ପରେ ରଥଯାତ୍ରା । ଶ୍ରୀଗୁଣ୍ଡିଚାରୁ ନିଳାଦ୍ରୀ ବିଜେ ପର‌୍ୟ୍ୟନ୍ତ ପୁରୀରେ ଲାଗିବ ଭିଡ଼ । କଡ଼ା ନଜରରେ ରହିବ ପୁରୀ ସହର । ଏପରିକି ପୂରା ସହର ସୁରକ୍ଷା ବଳୟ ଭିତରେ ରହିବ। ତେଣୁ ରଥଯାତ୍ରା ଭିଡ଼କୁ ଶୃଙ୍ଖଳିତ କରିବା ପାଇଁ ପ୍ରଶାସନ ସହ ବିଭିନ୍ନ ବିଭାଗ ସମନ୍ବୟ ରକ୍ଷା କରିବା ପାଇଁ ମକଡ୍ରିଲ୍ କରାଯାଇଛି।

ଆଜି ପୁରୀ ଟାଉନ ଥାନା ଅନ୍ତର୍ଗତ ଇଣ୍ଟିଗ୍ରେଟେଡ କଣ୍ଟ୍ରୋଲ ରୁମ୍‌ରେ ମକଡ୍ରିଲ୍ କରାଯାଇଛି। ଶୃଙ୍ଖଳିତ ତଥା ସୁରକ୍ଷିତ ରଥଯାତ୍ରା ପାଇଁ କରାଯାଉଛି ମକଡ୍ରିଲ୍। ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ବୟ କିଭଳି ରହିବ ସେନେଇ ମକଡ୍ରିଲ। ଏନଡିଆରଏଫ, ଓଡ୍ରାଫ, ଅଗ୍ନିଶମ, ମେଡିକାଲ, ପୋଲିସ, ପରିବହନ, ଆମ୍ବୁଲାନ୍ସ ଓ ଅନ୍ୟାନ୍ୟ ବିଭାଗ ମକଡ୍ରିଲ୍‌ରେ ସାମିଲ୍ ହୋଇଥିଲେ। ଏହି ମକଡ୍ରିଲ୍‌ରେ ମଧ୍ୟ ପୁରୀ ଜିଲ୍ଲାପାଳ ଓ ଏସପି ଉପସ୍ଥିତ ରହିଥିଲେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.