ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ସରିଲା ରଥ ପ୍ରତିଷ୍ଠା, ଦଧିନଉତି ସ୍ଥାପନ କଲେ କୋଠସୁଆଁସିଆ ସେବକ

Published By : Rasmita Pradhan | June 27, 2025 10:05 AM

ପୁରୀ, ୨୭/୬ : ଆଉ କିଛି ସମୟର ଅପେକ୍ଷା। ପତିତଙ୍କ ଉଦ୍ଧାର ପାଇଁ ରତ୍ନ ସିଂହାସନରୁ ଓହ୍ଲାଇ ଆସିବେ ପତିତପାବନ। ଭାଇ ଭାଉଣୀଙ୍କୁ ସାଙ୍ଗରେ ଧରି ମାଉସୀ ମା' ଘରକୁ ଯିବେ ମହାପ୍ରଭୁ। ହୋଇସାରିଲାଣି ରଥ ପ୍ରତିଷ୍ଠା। ରଥରେ ପିତ୍ତଳ ଦଧିନଉତି ସ୍ଥାପନ କରିସାରିଲେଣି କୋଠସୁଆଁସିଆ ସେବକ। କେବଳ ମହାପ୍ରଭୁଙ୍କ ଆଜ୍ଞାଙ୍କୁ ଅପେକ୍ଷା। ଖୁବଶୀଘ୍ର ତିନି ଠାକୁରଙ୍କ ହେବ ପହଣ୍ଡି ବିଜେ। ମଥାରେ ଟାହିଆ ଲଗାଇ ଝୁଲିଝୁଲି ଆସିବେ ଚତୁର୍ଦ୍ଧାମୂର୍ତ୍ତି। ବଡ଼ଦେଉଳରେ ବଡ଼ଠାକୁରଙ୍କ  ଯାତ୍ରା ପ୍ରସ୍ତୁତିରେ ବ୍ୟସ୍ତ ସେବକ ଓ  ପ୍ରଶାସକ । ବାହାରେ ଉତ୍କଣ୍ଠିତ ରଥ, ପଥ ଓ ଭକ୍ତ । 



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.