ପ୍ରମୂଖ ଖବର
  • ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଆଶ୍ୱସ୍ତି , ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରମିକୋର୍ଟ
  • ||
  • ହେରାପଞ୍ଚମୀରେ ଆଧ୍ୟାତ୍ମିକ ପରିବେଶ: ନନ୍ଦିଘୋଷ ଭାଙ୍ଗିଲେ ମହାଲକ୍ଷ୍ମୀ, ଆଜ୍ଞାମାଳ ପାଇ ଶ୍ରୀମନ୍ଦିରକୁ ବାହୁଡ଼ିଲେ
  • ||
  • ପିଠିରେ ଯନ୍ତ୍ରଣା ଯୋଗୁଁ ଏମ୍ସରେ ଭର୍ତ୍ତି ହେଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
  • ||
  • ଦିଲ୍ଲୀ ମଦନୀତି ସହ ମନି ଲଣ୍ଡରିଂ ମାମଲା, କେଜ୍‌ରିୱାଲଙ୍କ ପିଟିସନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି
  • ||
  • ଆଗ ପଛ ହୋଇ ଆସିପାରେ ଦୁଇଟି ଲଘୁଚାପ: ୧୩ରୁ ବଢ଼ିବ ବର୍ଷା, ଦକ୍ଷିଣରେ ପ୍ରବଳ ଛେଚିବ
  • ||

ରଥଯାତ୍ରା ଏବଂ ସ୍ନାନ ପୂର୍ଣ୍ଣିମାକୁ ପରିଚାଳନା ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଚାଲିଛି ଆଲୋଚନା

ଭୁବନେଶ୍ୱର ୧୬/୦୬: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ରଥଖଳାରେ ଜୋରସୋରରେ ଚାଲିଛି ପ୍ରସ୍ତତି। ଜୁନ୍ ୨୨ରେ ଦେବସ୍ନାନ ପୂର୍ଣ୍ଣିମା ଥିବା ଶ୍ରୀମନ୍ଦିର ପକ୍ଷରୁ ପ୍ରସ୍ତୁତି ପ୍ରକିୟା ଆରମ୍ଭ ହୋଇଛି। ଏନେଇ ଆଜି ରଥଯାତ୍ରା ଏବଂ ସ୍ନାନ ପୂର୍ଣ୍ଣିମା ପରିଚାଳନାକୁ ନେଇ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ । ଏହି ବୈଠକକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତା କରୁଛନ୍ତି।  

 ସୂଚନା ମୁତାବିକ, ଏହି ବୈଠକରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନମନ୍ତ୍ରୀ ପୃଥିବୀରାଜ ହରିଚନ୍ଦନ, ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା, ଶ୍ରୀମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ, ପୋଲିସ ଡିଜି ଅରୁଣ ଷଡଙ୍ଗୀ, ଗୁଇନ୍ଦା ନିର୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ,ରାଜ୍ୟର ବରିଷ୍ଠ ପ୍ରଶାସନିକ ଓ ଅଧିକାରୀଙ୍କ ସହ କରୁଛନ୍ତି ଆଲୋଚନା।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.