ପ୍ରମୂଖ ଖବର
  • ଭଦ୍ରକ : ବିଦ୍ୟୁତ ଆଘାତରେ ମାମୁଁ -ଭଣଜା ମୃତ
  • ||
  • ବାଲେଶ୍ବର ଏଫଏମ କଲେଜ ପୀଡିତା ଛାତ୍ରୀଙ୍କ ମୃତ୍ୟୁ ଘଟଣା, ୟୁଜିସିର ଫ୍ୟାକ୍ଟ ଫାଇଣ୍ଡିଂ କମିଟି ଗଠନ
  • ||
  • ଆସନ୍ତାକାଲି ବାଲେଶ୍ବର ଜିଲ୍ଲା ବନ୍ଦ ଡାକରା ଦେଲା ବିଜେଡି, ସକାଳ ୬ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ
  • ||
  • ସ୍ପେଶ ଡ୍ରାଗନ୍‌ର ସଫଳ ଅବତରଣ, ମହାକାଶରୁ ଫେରିଲେ ଶୁଭାଂଶୁ ଶୁକ୍ଳା ସମେତ ୪ ମହାକାଶଚାରୀ
  • ||
  • ଆସନ୍ତାକାଲି କେନ୍ଦ୍ର କ୍ୟାବିନେଟ୍ ବୈଠକ, ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ
  • ||
  • ୩ ମାସ ବଢ଼ିଲା ରାସନ କାର୍ଡ ଇ-କେୱାଇସି ଅବଧି, ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର
  • ||
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପାର୍ଥିବ ଶରୀର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

୨୦ ଲକ୍ଷ ୫୮ ହଜାର ହିତାଧିକାରୀଙ୍କ ଚାଉଳ ବନ୍ଦ, ଇ-କେୱାଇସି କରିବାକୁ ତିନ ମାସ ସମୟ ଦେଲେ ସରକାର

Published By : Prameya | July 15, 2025 2:53 PM

ଭୁବନେଶ୍ୱର ୧୫/୦୭:  ରାସନ କାର୍ଡକୁ ନେଇ ଆସିଲା ବଡ଼ ଖବର । ଇ-କେୱାଇସି କରିନଥିବା ଲୋକଙ୍କୁ ସରକାର ଦେଲେ ଶେଷ ଚେତାବନୀ । ୩ ମାସରେ ମଧ୍ୟରେ ଇ-କେୱାଇସି ନକଲେ କାର୍ଡ ଗୁଡ଼ିକ କାଟିଦିଆଯିବ । ଏନେଇ ଖାଦ୍ୟ ଯୋଗାଣ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ରୋକଠୋକ୍ ଶୁଣାଇ ଦେଇଛନ୍ତି ।

ରାଜ୍ୟରେ ରାସନ କାର୍ଡ ପାଇଁ ୨୦ ଲକ୍ଷ ୫୮ ହଜାର ଲୋକ ଇ-କେୱାଇସି କରିନାହାନ୍ତି। ଇ-କେୱାଇସି କରିନଥିବା ଲୋକଙ୍କ ଚାଉଳ ବନ୍ଦ କରାଯାଇଛି ।ଯଦି ଚାଉଳ ଯାଉନି ସେମାନେ ଇ-କେୱାଇସି କଲେ ସରକାର ଚାଉଳ ଦେବେ। ଇ-କେୱାଇସି କରିନଥିବା ଲୋକଙ୍କ ପାଇଁ ୩ ମାସ ଅପେକ୍ଷା କରିଛନ୍ତି ସରକାର। ୩ ମାସରେ ଇ-କେୱାଇସି ନକଲେ କାର୍ଡ ଗୁଡ଼ିକ କାଟି ଦିଆଯିବ। ନେଟୱର୍କ ନଥିବା ଜିଲ୍ଲାମାନଙ୍କରେ ନେଟୱର୍କ ବ୍ୟବସ୍ଥା କରାଯାଇଛି । ସେହିଭଳି ୫ ବର୍ଷରୁ ଅଧିକ ବୟସ ପିଲାମାନେ ରାସନ କାର୍ଡରେ ସାମିଲ ହେବେ ବୋଲି ବିଭାଗୀୟ ମନ୍ତ୍ରୀ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.