PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର: ଦିପାବଳୀରେ ମିଳିବ ଏମିତି ସୁବିଧା

ମୁମ୍ବାଇ ୪/୧୦: ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର । କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ତରଫରୁ ଗରିବ ଏବଂ ରାସନ କାର୍ଡଧାରୀଙ୍କୁ ଫ୍ରି ରାଶନ ସମେତ ଅନେକ ଖାସ୍ ସୁବିଧା ଦିଆଯାଉଛି । ଏଥର ଦିପାବଳୀରେ ରାଜ୍ୟ ସରକାରଙ୍କ ତରଫରୁ ରାସନ କାର୍ଡଧାରୀଙ୍କ ପାଇଁ ବଡ ଘୋଷଣା କରାଯାଇଛି । ଯଦି ଆପଣ ମଧ୍ୟ କାର୍ଡଧାରୀ ତେବେ ଆପଣଙ୍କୁ ରାଜ୍ୟ ସରକାରଙ୍କ ତରଫରୁ ଖାଦ୍ୟ ପ୍ୟାକେଟ୍ ଦିଆଯିବ ।  

ଆପଣଙ୍କୁ କହିରଖୁଛୁ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ମଙ୍ଗଳବାର ରାଜ୍ୟରେ ରାସନ କାର୍ଡଧାରୀଙ୍କୁ ଆଗାମୀ ଦିପାବଳୀ ପର୍ବ ପାଇଁ ୧୦୦ ଟଙ୍କାର ତେଜରାତି ସାମଗ୍ରୀ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ୧୦୦ ଟଙ୍କାର ପ୍ୟାକେଟରେ ଏକ କିଲୋ ସୁଜି, ଚିନାବାଦାମ, ଖାଦ୍ୟ ତେଲ ଏବଂ ଡାଲି ସାମିଲ ।

ମନ୍ତ୍ରିମଣ୍ଡଳ ବୟାନରେ କହିଛି କି ରାଜ୍ୟରେ ଏମିତି ୧.୭୦ କୋଟି ପରିବାର ବା ୭ କୋଟି ଲୋକ ସାମିଲ ଯେଉଁ ମାନଙ୍କ ପାଖରେ ରାସନ କାର୍ଡର ସୁବିଧା ରହିଛି  । ସେମାନେ ରାଜ୍ୟ ଦ୍ୱାରା ସଞ୍ଚାଳିତ ରାସନ ଦୋକାନରୁ ଖାଦ୍ୟ କିଣିବା ପାଇଁ ଯୋଗ୍ୟ ହିତାଧିକାରୀ । ସେମାନଙ୍କୁ ଦିପାବଳୀରେ ଏହି ସୁବିଧା ପ୍ରଦାନ କରାଯିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ।

ସମ୍ବନ୍ଧିତ ଖବର