ପ୍ରମୂଖ ଖବର
  • ଧାମି ସରକାରଙ୍କ ବଡ଼ ନିଷ୍ପତ୍ତି,ଉତ୍ତରାଖଣ୍ଡର ସବୁ ସ୍କୁଲ୍‌ରେ ଗୀତା ପାଠ ବାଧ୍ୟତାମୂଳକ
  • ||
  • ଏଫଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣା : କ୍ରାଇମବ୍ରାଞ୍ଚ କରିବ ତଦନ୍ତ
  • ||
  • କଂଗ୍ରେସର ଓଡିଶା ବନ୍ଦ ଡାକରା ଯୋଗୁ ଗୁରୁବାର ବନ୍ଦ ରହିବ ପେଟ୍ରୋଲ ପମ୍ପ
  • ||
  • ଆସନ୍ତା ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
  • ||
  • କଂଗ୍ରେସର ଓଡ଼ିଶା ବନ୍ଦ ଡାକରା, ଶାନ୍ତି ଶୃଙ୍ଖଳାରେ ବନ୍ଦକୁ ସମର୍ଥନ କରିବାକୁ ଭକ୍ତଙ୍କ ଅପିଲ୍
  • ||
  • ମୟୂରଭଞ୍ଜ : ଅନ୍ଧ ବିଶ୍ୱାସ ଓ ତନ୍ତ୍ର ପୂଜା ପାଇଁ ଘରେ ରଖିଥିଲେ ବାଘ ଛାଲ, ୭ ଅଭିଯୁକ୍ତ ଗିରଫ
  • ||
  • ଗୁରୁବାର ମହାପ୍ରଭୁଙ୍କର ବନକଲାଗି ନୀତି, ସନ୍ଧ୍ୟା ସାଢେ ୬ଟାରୁ ରାତି ୧୧ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ
  • ||
  • ଜଳେଶ୍ବର: ବିଜୁ ଜନତା ଦଳ ପକ୍ଷରୁ ବାଲେଶ୍ୱର ଜିଲ୍ଲା ବନ୍ଦ ଡାକରା, ଦିନ ୨ଟା ପର୍ଯ୍ୟନ୍ତ ଚକଅଖ ବନ୍ଦ
  • ||
  • ନୂଆପଡ଼ା: ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||
  • ମୟୂରଭଞ୍ଜ: ରକ୍ତ ସମ୍ପର୍କରେ ରକ୍ତ ଛିଟା; ବୃଦ୍ଧ ବାପା ଓ ମାଆଙ୍କୁ ହତ୍ୟାକଲା ମଦ୍ୟପ ପୁଅ
  • ||
  • ଗଞ୍ଜାମ : ଭାରସାମ୍ୟ ହରାଇ ଘରେ ପଶିଲା କାର୍; ଜଣେ ମୃତ, ୪ଆହତ
  • ||
  • ଓଡ଼ିଶା ବନ୍ଦ ପାଇଁ ଟିଏଲ୍‌ଟି ନିଯୁକ୍ତି ପରୀକ୍ଷା ସ୍ଥଗିତ, ୧୮ରେ ହେବ ପରୀକ୍ଷା
  • ||
  • ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା, ୧୯ ଯାଏ ଢାଳିବ
  • ||
  • ଆମେରିକାର ଟାରିଫ୍‌ ଛାଟରେ ଚିନ୍ତାରେ ଏସୀୟ ଦେଶ : ପୋଷାକ ରପ୍ତାନିରେ ଲାଭ ଉଠାଇପାରିବ ଭାରତ
  • ||
  • ନୂଆପଡ଼ା : ମର୍ଣ୍ଣିଙ୍ଗ ୱାକ କରିବା ବେଳେ ଅଘଟଣ; ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ,୨ ଗୁରୁତର
  • ||

ଦୁଇ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି

Published By : Rasmita Pradhan | March 5, 2025 12:09 PM

ପୁରୀ, ୦୫/୦୩ : ଦୁଇ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ। ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ସକାଶେ ବୁଧବାର ଏବଂ ଗୁରୁବାର ଦୁଇ ଦିନ ପାଇଁ ରତ୍ନଭଣ୍ଡାର ସଂରକ୍ଷଣ ଓ ମରାମତି କାର୍ଯ୍ୟ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। 

ଏଏସ୍‌ଆଇ ସୂଚନା ମୁତାବକ, ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଭିତର ପାର୍ଶ୍ୱରେ ଫାଟିଥିବା ପଥର ବଦଳିବା ପରେ କେମିକାଲ ଟ୍ରିଟମେଣ୍ଟ କରାଯାଉଛି। ପୁରୁଣା ପିଟା ଲୁହା ବିମ୍‌କୁ ବଦଳାଇ ଷ୍ଟେନଲେସ୍‌ ଷ୍ଟିଲ୍‌ ବିମ୍‌ ଦେବାକୁ ଫ୍ରେମ୍‌ ପ୍ରସ୍ତୁତ ସରିଛି। ଖୁବ୍‌ଶୀଘ୍ର ଏହି କାମ ହେବ । ବାହାର ରତ୍ନଭଣ୍ଡାର ଭିତର ପାର୍ଶ୍ୱ ଫାଟିଥିବା ପଥର ବଦଳ କରାଯିବା ସହ ଆବଶ୍ୟକ ମରାମତି ଓ ସଂରକ୍ଷଣ କରାଯାଉଛି । ରତ୍ନଭଣ୍ଡାର ବାହାର ପାର୍ଶ୍ୱରୁ ସମ୍ପୂର୍ଣ୍ଣ ଚୂନ ଛଡ଼ା ସରିଛି। ଏଥିସହ ଫାଟିଥିବା ପଥର ବଦଳାଇ ମରାମତି ଓ ସଂରକ୍ଷଣ କାମ କରିବାକୁ ପଦକ୍ଷେପ ଆରମ୍ଭ ହୋଇଛି। 

ଏହି ଖବରଟିକୁ ପଢନ୍ତୁ-ବୁଧବାର ମହାପ୍ରଭୁଙ୍କର ହେବ ବନକଲାଗି ନୀତି, ଅପରାହ୍ନ ୫ଟାରୁ ରାତି ୧୦ଟା ସାଧାରଣ ଦର୍ଶନ ବନ୍ଦ

ଏଏସ୍‌ଆଇ ପକ୍ଷରୁ ନିର୍ଦ୍ଧାରିତ ସମୟରେ କାମ ସାରିବାକୁ ଯଥା ସମ୍ଭବ ଚେଷ୍ଟା କରାଯାଉଛି । ତେବେ ମହାପ୍ରଭୁଙ୍କ ବିଭିନ୍ନ ବିଶେଷ ନୀତିକାନ୍ତି ପାଳନ ନିମନ୍ତେ ଅନେକ ଦିବସ କାର୍ଯ୍ୟ ବନ୍ଦ ହେଉଥିବାରୁ ନିର୍ଦ୍ଧାରିତ ସମୟ ଠାରୁ ଆଉ କିଛି ଅଧିକ ସମୟ ଲାଗିବା ଅନୁମାନ କରାଯାଉଛି ।

ଏହି ଖବରଟିକୁ ପଢନ୍ତୁ- ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା, ଦୁର୍ଦ୍ଦାନ୍ତ ଅପରାଧୀ ରବି ଦାସକୁ ଖଣ୍ଡାରେ ହାଣିଲେ ୨ ପୁତୁରା

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.