ପ୍ରମୂଖ ଖବର
  • ଯାଜପୁର : ନଦୀରେ ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ମତ୍ସ୍ୟଜୀବୀଙ୍କ ଜାଲରୁ ମୃତଦେହ ଉଦ୍ଧାର
  • ||
  • କଟକ : ବୋଲେରୋ ଧକ୍କାରେ ସ୍ୱାମୀ ମୃତ, ସ୍ତ୍ରୀ ଓ ଝିଅ ଗୁରୁତର
  • ||
  • ଆଫ୍ରିକାରେ ୩ ଭାରତୀୟଙ୍କୁ ଅପହରଣ କରିନେଲେ ଅଲ୍ କାଏଦା ଆତଙ୍କୀ, ସୁରକ୍ଷିତ ଉଦ୍ଧାର ପାଇଁ ଭାରତର ପ୍ରକ୍ରିୟା
  • ||
  • ବୌଦ୍ଧ : ବାପାଙ୍କ ମୃତ୍ୟୁ ଖବର ଶୁଣି ଘରକୁ ଯାଉଥିଲେ ଦମ୍ପତି, ଦୁର୍ଘଟଣାରେ ଚାଲିଗଲା ଜୀବନ
  • ||
  • ବାଲେଶ୍ୱର : ବିପଦ ସଂକେତ ତଳେ ସୁବର୍ଣ୍ଣରେଖା, ଏବେବି ପାଣି ଘେରରେ ୨୦ରୁ ଅଧିକ ଗାଁ
  • ||
  • ୭ ଯାଏ ବର୍ଷା, ପଶ୍ଚିମ ଓଡ଼ିଶାରେ ପ୍ରବଳ ଛେଚିବ
  • ||
  • ଇଣ୍ଡୋନେସିଆ ବାଲିରେ ଅଘଟଣ, ୬୫ ଯାତ୍ରୀଙ୍କୁ ନେଇ ଯାଉଥିବା ଡଙ୍ଗା ବୁଡ଼ି ୪ ମୃତ, ଅନେକ ନିଖୋଜ
  • ||

୩୧ରେ ଶ୍ରୀ ଜୀଉଙ୍କ ଖସାପଡାଲାଗି ନୀତି, ୪ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

Published By : Suraj Kumar | March 29, 2025 9:11 PM

ପୁରୀ,୨୯।୩ : ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ୪ ଦିନ ପାଇଁ ବନ୍ଦ ରହିବ। ଆସନ୍ତା ୩୧  ତାରିଖରୁ ୩ ତାରିଖ ପର୍ଯ୍ୟନ୍ତ ଏହି କାର୍ଯ୍ୟ ବନ୍ଦ ରହିବ।   ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଖସାପଡାଲାଗି ନୀତି ଆସନ୍ତା ୩୧ ତାରିଖରେ ଅନୁଷ୍ଠିତ ହେବ। ସେହିପରି ବନକଲାଗି ନୀତି ଆସନ୍ତା ୨ ତାରିଖରେ ହେବ। ମହାପ୍ରଭୁଙ୍କ ଏହି ସବୁ କାର୍ଯ୍ୟ ପାଇଁ ୪ ଦିନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.