PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର: ମାୟାବିନୀ ଅର୍ଚ୍ଚନା ନାଗ ମାମଲା: ପୁଣି ହାଜର ହେଲେ ଠିକାଦାର, ପଦାକୁ ଆସିଲା ରଣଜୀ ଖେଳାଳିଙ୍କ ଲିଙ୍କ୍‌
  • ||
  • ଭୁବନେଶ୍ୱର: ଆଜିଠୁ ରାଜ୍ୟ ପୁସ୍ତକ ମହୋତ୍ସବ ‘ଅକ୍ଷର’, ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ
  • ||
  • ଭୁବନେଶ୍ୱର: ଶୀତ ସାମାନ୍ୟ କମିବ, ଦକ୍ଷିଣ ଓଡ଼ିଶାରେ କାଁ ଭାଁ ହାଲୁକା ବର୍ଷା ସମ୍ଭାବନା: ୮ଟି ସ୍ଥାନରେ ରାତି ତାପମାତ୍ରା ୧୧ ଡିଗ୍ରୀ ତଳେ
  • ||

ରାଉରକେଲା ପୂର୍ବତନ ଚେୟାରମ୍ୟାନ ତଥା ଓକିଲ ସଙ୍ଘ ସଭାପତିଙ୍କ ଆତ୍ମହତ୍ୟା

ରାଉରକେଲା, ୨୭/୦୯ : ରାଉରକେଲା ମ୍ୟୁନିସିପାଲିଟି ପୂର୍ବତନ ଚେୟାରମ୍ୟାନ ତଥାରାଉରକେଲା ଓକିଲ ସଙ୍ଘ ସଭାପତିଙ୍କ ଆତ୍ମହତ୍ୟା। ରମେଶ ଚନ୍ଦ୍ର ବଳ ଗତକାଲି ବିଳମ୍ବିତ ରାତିରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି। ଆଜି ସକାଳେ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି। ଉଦିତନଗର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଉଲ୍ଲେଖଯୋଗ୍ୟ ଯେ, ସେ ଓକିଲ ସଂଘର ୧୦ଥର ସଭାପତି ଭାବେ ଦାୟିତ୍ୱ ତୁଲାଇଛନ୍ତି।