ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଘଣ୍ଟାଏରେ ରେଭେନ୍ସା ନିଷ୍ପତ୍ତି ପ୍ରତ୍ୟାହାର, କଟକଣା ଉଠାଇଲେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ

Published By : Prameya | July 18, 2025 1:16 PM

କଟକ ୧୮/୦୭: ରେଭେନ୍ସା ବିଶ୍ବବିଦ୍ୟାଳୟରେ ଛାତ୍ରୀ, ଅଧ୍ୟାପିକାଙ୍କ ପାଇଁ ପୂର୍ବ କଟକଣା ପ୍ରତ୍ୟାହାର କଲେ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ। ଘଣ୍ଟାଏରେ ବଦଳିଗଲା ନୋଟିସ। ସାଢ଼େ ୫ଟା ପରେ ବି କ୍ୟାମ୍ପସରେ ରହିପାରିବେ ଛାତ୍ରୀ ଓ ମହିଳା କର୍ମଚାରୀ। ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ଘଟଣା  ପରେ ରେଭେନ୍ସା ବିଶ୍ୱବିଦ୍ୟାଳୟ ପକ୍ଷରୁ ସାଢ଼େ ୫ଟା ପରେ ଛାତ୍ରୀ କ୍ୟାମ୍ପସ ବାହାରେ ନରହିବାକୁ ଥିଲା ପୂର୍ବ ନିର୍ଦ୍ଦେଶ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.