ପ୍ରମୂଖ ଖବର
  • ବଲାଙ୍ଗୀର : ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ, ହରେକୃଷ୍ଣ ସାହୁଙ୍କ ଠାରୁ ୭ ହଜାର ଟଙ୍କା ଜବତ କଲା ଭିଜିଲାନ୍ସ
  • ||
  • ବୌଦ୍ଧ : ସାମାନ୍ୟ ବଚସାକୁ ନେଇ ଛୁରା ମାଡ, ଯୁବକ ମୃତ
  • ||
  • ଉଦଳା : ମରିଗଲା ମାନବିକତା, ପୋଲ ତଳେ ନବଜାତକକୁ ଛାଡି ଚାଲିଗଲା ମା
  • ||
  • ଗୁଣପୁର : ପିକ୍‌ଅପ୍ ଭ୍ୟାନ୍ ସହ ୨୫ ଟି ଶାଳ କାଠ ଜବତ, ୨ ଗିରଫ
  • ||
  • ୧୦,୩୦୦ କୁଇଣ୍ଟାଲ୍ ଅର୍ପଣ ଚାଉଳ ନିଲାମ; ୨ କୋଟି ୮୬ ହଜାର ଟଙ୍କାରେ ନିଲାମ, ଶ୍ରୀମନ୍ଦିର ପାଣ୍ଠିରେ ଜମା ହେବ ଟଙ୍କା
  • ||
  • ରାଜଧାନୀରେ ପୋଲିସକୁ ଛୁରାମାଡ଼, କନେଷ୍ଟବଳ ଆହତ
  • ||
  • ଭୁବନେଶ୍ୱର ବିମାନ ବନ୍ଦରରେ ନିର୍ମାଣ ହେବ ତୃତୀୟ ଟର୍ମିନାଲ, ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ
  • ||
  • ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ ଡାକରା, ୩୨୬ ନମ୍ବର ରାଞ୍ଚି – ବିଜାଓ୍ବାଡା ଜାତୀୟ ରାଜପଥ ଅବରୋଧ
  • ||
  • ପାଟଣା : ଗାଧୋଇବା ବେଳେ ଅଘଟଣ, ପୋଖରୀରେ ବୁଡି ୪ ବର୍ଷର ଶିଶୁପୁତ୍ରର ମୃତ୍ୟୁ
  • ||
  • ଚୌଦ୍ବାର : ରେଳ ଧାରଣରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • ଉଦଳା : ସିସିଟିଭିରେ ଗାମୁଛା ଗୁଡ଼ାଇ ଚୋରି, ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୨୦ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଲୁଟ୍
  • ||
  • ବଣାଇ : ରେଡ଼ିଓକୁଲାର ଲଗାଇବା ପରେ ଦନ୍ତାର ଉତ୍ପାତ, ଘରେ ପଶି ବ୍ୟକ୍ତିଙ୍କୁ କଚାଡ଼ି ମାରିଲା ହାତୀ
  • ||
  • ସୁନ୍ଦରଗଡ : ଘରେ ପଶି ଦୁଇ ଗାଡି ଜାଳିଦେଲେ ଦୁର୍ବୃତ୍ତ; ଜଣେ ଅଟକ
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଦକ୍ଷିଣ ଆଫ୍ରିକା - ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଟକ୍କର, ସ୍ୱତନ୍ତ୍ର ଜର୍ସି ପିନ୍ଧି ଖେଳିବ ଦ.ଆଫ୍ରିକା
  • ||
  • ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ: ଯାତାୟାତ ଠପ୍‌, ଯାତ୍ରୀ ହନ୍ତସନ୍ତ
  • ||
  • ଦଶହରାରେ ବର୍ଷା ନାହିଁ, ରହିବ ଗୁଳୁଗୁଳି ପାଗ: ଓଡ଼ିଶା ଉପରେ ପଡିବନି ଲଘୁଚାପ ପ୍ରଭାବ
  • ||
  • ସମ୍ବଲପୁର ମଣ୍ଡଳ ଜେଲ୍‌ରେ ରେଡ୍‌, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ
  • ||

ବାଘ ଛାଲ ଚାଲାଣ ଅଭିଯୋଗରେ ୨ ଅଭିଯୁକ୍ତଙ୍କୁ ୩ ବର୍ଷର ଜେଲ ଦଣ୍ଡାଦେଶ

ରାୟଗଡ଼ା, ୧୯/୦୯ : ବାଘ ଛାଲ ଚାଲାଣ ଅଭିଯୋଗରେ ଦୁଇ ଅଭିଯୁକ୍ତଙ୍କୁ ୩ ବର୍ଷର ଜେଲ ଦଣ୍ଡାଦେଶ। ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ଥାନା ଅଞ୍ଚଳର ଅଭିଯୁକ୍ତ ବିକ୍ରମ ମାଝୀ ଏବଂ ରାଜା ମାଝୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଦୁଇ ଅଭିଯୁକ୍ତଙ୍କୁ ୩ ବର୍ଷର ଜେଲ ଦଣ୍ଡାଦେଶ ସହ କୋର୍ଟ ୧୦ ହଜାର ଟଙ୍କାର ଜରିମାନା ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ରାଶି ଅନାଦେୟ ହେଲେ ଅତିରିକ୍ତ ୬ ମାସର ଜେଲ ଦଣ୍ଡାଦେଶ ଦେଇଛନ୍ତି କୋର୍ଟ।

ସୂଚନାନୁଯାୟୀ, ଗତବର୍ଷ ନଭେମ୍ଵର ୭ ତାରିଖ ସନ୍ଧ୍ୟା ୬ଟାରେ ରାୟଗଡ଼ା-ବିଷମକଟକ ରୋଡ ତାମ୍ପରାବିଡୁନି ଛକ ନିକଟରେ ୨ ଅଭିଯୁକ୍ତ ଗ୍ରାହକଙ୍କୁ ଅପେକ୍ଷା କରିଥିବା ବେଳେ ଭୁବନେଶ୍ଵର ଏସଟିଏଫ୍ ଚଢାଉ କରିଥିଲା। ସେମାନଙ୍କ ନିକଟରୁ ୨ଟି ବାଘ ଛାଲ ଜବତ କରିବା ସହ ବିକ୍ରମ ମାଝୀ ଏବଂ ରାଜା ମାଝୀକୁ ଗିରଫ କରିଥିଲା। ତଦନ୍ତ ପରେ ଏସଟିଏଫ୍ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଥିଲା। ଏହା ସହ ଜବତ ହୋଇଥିବା ବାଘ ଛାଲର ବାୟୋକେମିକାଲ୍ ପରୀକ୍ଷା ପାଇଁ ଡେରାଡୁନ୍ ପଠାଯାଇଥିଲା। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.