ପ୍ରମୂଖ ଖବର
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

କଟକ ବାଲିଯାତ୍ରା ପଡିଆରେ ରେଡ୍‌, ଖାଦ୍ୟ ଷ୍ଟଲ୍ ଉପରେ ଚଢାଉ କଲା ସିଏମ୍‌ସି

Published By : Krishna Priya | November 17, 2024 10:29 AM

କଟକ ୧୭/୧୧: କଟକ ବାଲିଯାତ୍ରା ପଡ଼ିଆରେ ରେଡ୍‌। କଟକ ମହାନଗର ନିଗମର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ବିଭିନ୍ନ ଖାଦ୍ୟ ଷ୍ଟଲ୍ ମାନଙ୍କରେ ଚଢାଉ କରାଯାଇଛି। ବିଶେଷ କରି ବାସୀ ଖାଦ୍ୟ ରାସାୟନିକ ରଙ୍ଗ, ଅସ୍ୱାସ୍ଥ୍ୟକର ପରିବେଶ ଓ ନିମ୍ନ ମାନର ତେଲକୁ ଯାଞ୍ଚ କରାଯାଇଛି। ଖିଲାପ କରିଥିବା ଦୋକାନ ଗୁଡ଼ିକୁ ଫାଇନ ଆଦାୟ କରିବା ସହ ପୁନର୍ବାର ଏପରି ନକରିବା ପାଇଁ ଚେତାବନୀ ଦିଆଯାଇଛି।

ଏଥି ସହିତ ବାସି ଖାଦ୍ୟକୁ ଜବତ୍ କରିବା ସହ ନଷ୍ଟ ମଧ୍ୟ କରାଯାଇଛି। ଏହି ଚଢାଉ ପ୍ରକ୍ରିୟା ବାଲିଯାତ୍ରାର ପ୍ରତ୍ୟେକ ଦିନ କରାଯିବ ବୋଲି ସୂଚନା ଦେଇଛନ୍ତି ସିଏମ୍‌ସି ସ୍ୱାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ମହାପାତ୍ର।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.