ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ରିଲାଏନ୍ସ ରିଟେଲ ପକ୍ଷରୁ ହୋମ ଥିଏଟର ଟିଭିର ନୂତନ ସମ୍ଭାର ଉନ୍ମୋଚିତ

Published By : Gurupada Nath | December 14, 2024 4:56 PM

ମୁମ୍ବାଇ / ଭୁବନେଶ୍ୱର, ୧୪/୧୨ : ଭାରତର ସର୍ବବୃହତ ଖୁଚୁରା ରିଟେଲର ରିଲାଏନ୍ସ ରିଟେଲ ଲିମିଟେଡ ସ୍ୱଦେଶୀ ରୂପରେ ବିକଶିତ ଛଅଟି ହୋମ ଥିଏଟର ଏଲଇଡି ଟିଭି ସମ୍ଭାରର ଶୁଭାରମ୍ଭ କରିଛି। ଏଗୁଡିକ ଅଡିଓ ଉପକରଣ ତିଆରି କରିବାରେ ପ୍ରସିଦ୍ଧି ଲାଭ କରିଥିବା କମ୍ପାନୀ ହରମନ ସହିତ ସହଭାଗିତାରେ ନିର୍ମିତ ହୋଇଛି। ବିପିଏଲ୍ ବ୍ରାଣ୍ଡ ଅଧୀନରେ ଶୁଭାରମ୍ଭ ହୋଇଥିବା ଏହି ଟିଭି ଗୁଡିକ କିଛି ଏପରି ଭାବରେ ଡିଜାଇନ୍ ହୋଇଛି ଯେ ଗ୍ରାହକମାନେ ଉତ୍କୃଷ୍ଟ ଧ୍ୱନି ଏବଂ ଅସାଧାରଣ ପିକଚର କ୍ଵାଲିଟି ସହିତ ସିନେମା ଦେଖିବା ପରି ଅଭିଜ୍ଞତା ପାଇପାରିବେ।

କମ୍ପାନୀ ଅନୁଯାୟୀ, ବଜାରରେ ଉଚ୍ଚ-ଗୁଣାତ୍ମକ ଏବଂ ହାଇ-ଡେଫିନେସନ ଡିଜିଟାଲ୍ ବିଷୟବସ୍ତୁ ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ଏହା ସହ ତାଳ ଦେଇ ଗ୍ରାହକମାନେ ଏଭଳି ଟିଭି ଖୋଜୁଛନ୍ତି ଯାହା ଉତ୍କୃଷ୍ଟ ଅଡିଓ ଆଉଟପୁଟ୍ ଏବଂ ଇମର୍ସିଭ୍ ପିକ୍ଚର କ୍ୱାଲିଟିର ମନୋରଞ୍ଜନ ପ୍ରଦାନ କରିପାରିବ। ଏଥିପାଇଁ ରିଲାଏନ୍ସ ରିଟେଲର ଅଡିଓ-ଇଏଫଏକ୍ସ ଟ୍ୟୁନିଂ ସଫ୍ଟୱେୟାର ଏବଂ ହରମନର ସହଯୋଗରେ ବିପିଏଲ ହୋମ ଥିଏଟର ଟିଭି ସମ୍ଭାର ଆରମ୍ଭ କରାଯାଇଛି।

ରିଲାଏନ୍ସ ରିଟେଲ ନିର୍ଭରଯୋଗ୍ୟ ଏବଂ ସୁଲଭ ଏଲଇଡି ଟିଭି ବର୍ଗରେ ନିଜର ସ୍ଥିତି ସୁଦୃଢ କରୁଛି । ଉନ୍ମୋଚିତ ସମ୍ଭାରର ୬ ଟି ହୋମ ଥିଏଟର ସମ୍ପୂର୍ଣ୍ଣ ରୂପେ 'ମେଡ୍-ଇନ୍-ଇଣ୍ଡିଆ' ବା ଭାରତରେ ନିର୍ମିତ ଅଟେ। ବିପିଏଲ୍ ହୋମ୍ ଥିଏଟର ଏଲଇଡି ଟିଭି ଏବେ ସାରା ଦେଶରେ ଇଲେକ୍ଟ୍ରୋନିକ୍ ଷ୍ଟୋର, ରିଟେଲ ଆଉଟଲେଟ୍ ଏବଂ ଜିଓ ମାର୍ଟ ଓ ରିଲାଏନ୍ସ ଡିଜିଟାଲ ୱେବସାଇଟ ତଥା ଇ-କମର୍ସ ମାର୍କେଟପ୍ଲେସରେ ଉପଲବ୍ଧ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.