ପ୍ରମୂଖ ଖବର
  • ଭୁବନେଶ୍ୱର: ୧୯ରେ ବିଜେଡି ବିଧାୟକ ଦଳ ବୈଠକ, ଅଧକ୍ଷତା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ଏକ୍ସପ୍ରେସ୍ ଟ୍ରେନ୍‌କୁ ପଛ ପଟୁ ଧକ୍କା ଦେଲ ମାଲବାହୀ ଟ୍ରେନ୍, ୮ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
  • ||
  • ନୀଳଗିରି: ରଜ ଉତ୍ସବରେ ଅଘଟଣ।ଝାଡ଼ାବାନ୍ତି ରେ ୯ ଗୁରୁତର ,୨ ଅସୁସ୍ଥ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ମଙ୍ଗଳବାର ଋକ୍ମିଣୀ ବିବାହ ଉତ୍ସବ
  • ||
  • ସରିଲା ଗ୍ରୀଷ୍ମ ଛୁଟି, କାଲିଠୁ ଖୋଲିବ ସ୍କୁଲ: ଶିକ୍ଷକ ଆସି କରିବେ ସମସ୍ତ ବ୍ୟବସ୍ଥା
  • ||
  • ନୂଆପଡା ଲଛିପୁର ଛକରେ ଟ୍ରାକ୍ଟର୍କୁ ପିଟିଲା କାର, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||
  • ନାକେଦମ୍‌ କଲାଣି ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି: ଆଗଉନି ମୌସୁମୀ, ବର୍ଷା ଗାଏବ
  • ||

ଲାଞ୍ଚ ନେବା ଅଭିଯୋଗରେ ଅବସରପ୍ରାପ୍ତ ASO ରେଣୁକା ଦେବୀଙ୍କୁ ୨ ବର୍ଷ କାରାଦଣ୍ଡାଦେଶ

କଟକ, ୧୭/୦୫ : ଲାଞ୍ଚ ନେବା ଅଭିଯୋଗରେ ଅବସରପ୍ରାପ୍ତ ଏଏସଓ ରେଣୁକା ଦେବୀ ଦୋଷୀ ସାବ୍ୟସ୍ତ। ରେଣୁକା ଦେବୀଙ୍କୁ ୨ ବର୍ଷ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଲେ ଭିଜିଲାନ୍ସ କୋର୍ଟ। ତେବେ ଜରିମାନା ରାଶି ଅନାଦେୟ ହେଲେ ୬ ମାସ ଅଧିକ ଜେଲଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ତାଙ୍କର ପେନସନ୍ ଏବଂ ଗ୍ରାଚ୍ୟୁଇଟି ସ୍ଥାୟୀ ଭାବେ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। 

ସୂଚନାନୁଯାୟୀ, ରେଭିନ୍ୟୁ ଡିପାର୍ଟମେଣ୍ଟର ରେଣୁକା ଦେବୀ ଘରୋଇ ହସ୍ପିଟାଲ ଆସୋସିଏସନର ରେଜିଷ୍ଟ୍ରେସନ ପାଇଁ ଲାଞ୍ଚ ମାଗିଥିଲେ। ଏନେଇ ଅଭିଯୋଗକାରୀ ଭିଜିଲାନ୍ସ ଥାନାର ଦ୍ଵାରସ୍ଥ ହୋଇଥିଲେ।   

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.