ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଲାଞ୍ଚ ନେବା ଅଭିଯୋଗରେ ଅବସରପ୍ରାପ୍ତ ASO ରେଣୁକା ଦେବୀଙ୍କୁ ୨ ବର୍ଷ କାରାଦଣ୍ଡାଦେଶ

କଟକ, ୧୭/୦୫ : ଲାଞ୍ଚ ନେବା ଅଭିଯୋଗରେ ଅବସରପ୍ରାପ୍ତ ଏଏସଓ ରେଣୁକା ଦେବୀ ଦୋଷୀ ସାବ୍ୟସ୍ତ। ରେଣୁକା ଦେବୀଙ୍କୁ ୨ ବର୍ଷ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ନିର୍ଦ୍ଦେଶ ଦେଲେ ଭିଜିଲାନ୍ସ କୋର୍ଟ। ତେବେ ଜରିମାନା ରାଶି ଅନାଦେୟ ହେଲେ ୬ ମାସ ଅଧିକ ଜେଲଦଣ୍ଡ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ତାଙ୍କର ପେନସନ୍ ଏବଂ ଗ୍ରାଚ୍ୟୁଇଟି ସ୍ଥାୟୀ ଭାବେ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। 

ସୂଚନାନୁଯାୟୀ, ରେଭିନ୍ୟୁ ଡିପାର୍ଟମେଣ୍ଟର ରେଣୁକା ଦେବୀ ଘରୋଇ ହସ୍ପିଟାଲ ଆସୋସିଏସନର ରେଜିଷ୍ଟ୍ରେସନ ପାଇଁ ଲାଞ୍ଚ ମାଗିଥିଲେ। ଏନେଇ ଅଭିଯୋଗକାରୀ ଭିଜିଲାନ୍ସ ଥାନାର ଦ୍ଵାରସ୍ଥ ହୋଇଥିଲେ।   

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.