ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

IAS ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର, ନିଯୁକ୍ତି ଦେଲେ ରାଜ୍ୟ ସରକାର

Published By : Harapriya Sethi | April 9, 2025 2:00 PM

ଭୁବନେଶ୍ୱର,୦୯/୦୪: IAS ମନୋଜ କୁମାର ପରିଡ଼ା ହେଲେ ନୂଆ ମୁଖ୍ୟ ସୂଚନା କମିଶନର । ଓଡ଼ିଶା ସରକାର ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମନୋଜ କୁମାର ପରିଡ଼ାଙ୍କୁ ଓଡ଼ିଶା ସୂଚନା ଅଧିକାର (ଆରଟିଆଇ) ଆୟୋଗର ନୂତନ ମୁଖ୍ୟ ସୂଚନା କମିଶନର ଭାବେ ନିଯୁକ୍ତ କରିଛନ୍ତି । IAS ମନୋଜ କୁମାର ଏଜିଏମୟୁଟି କ୍ୟାଡରର ପୂର୍ବତନ ବ୍ୟୁରୋକ୍ରାଟ୍ ଅଟନ୍ତି ।

ତାଙ୍କ ସହିତ ଅନ୍ୟ ତିନିଜଣଙ୍କୁ ସୂଚନା କମିଶନର ଭାବେ ନିଯୁକ୍ତ କରାଯାଇଛି । ସେମାନେ ହେଲେ ଅବସରପ୍ରାପ୍ତ ଆଇପିଏସ୍ ଅଧିକାରୀ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ଉଚ୍ଚ ନ୍ୟାୟାଳୟର ଓକିଲ କଳ୍ପନା ପଟ୍ଟନାୟକ ଏବଂ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ପବିତ୍ର ମଣ୍ଡଳ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.