ପ୍ରମୂଖ ଖବର
  • ଜେଲ୍‌ରୁ ଫେରି ପୀଡିତାଙ୍କୁ ଅପହରଣ କରି ହତ୍ୟା କଲା ଅଭିଯୁକ୍ତ: ଏଆଇ କ୍ୟାମେରାରେ କଏଦ ହେଲା ଦୃଶ୍ୟ, ୨ ଗିରଫ
  • ||
  • ସୁନ୍ଦରଗଡ଼ : ହଜିଗଲା ମାନବିକତା: ୮ ବଙ୍ଗୀୟ ମିସ୍ତ୍ରୀଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇଲେ ଲୋକେ
  • ||
  • ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ଯବାନଙ୍କ ଗୁଳିରେ ୭ ମାଓବାଦୀ ନିପାତ
  • ||
  • ମାଲକାନଗିରି ମୋଟୁରେ NIA ରେଡ୍, ମାଓ ଲିଙ୍କ ସନ୍ଦେହରେ ତନାଘନା
  • ||
  • ଆନନ୍ଦପୁର : ବିଲରେ ଚାଷ କାମ ତଦାରଖ ବେଳେ କାମୁଡ଼ିଲା ସାପ, ଚାଷୀ ମୃତ
  • ||
  • ରାଜଧାନୀ ରାଜରାସ୍ତାରେ ଯୁବକଙ୍କ ଆତଙ୍କରାଜ: ଗାଡି ସାଇଡ୍‌ ମରାକୁ ନେଇ ମାରପିଟ,୫ ଅଟକ
  • ||
  • କୋରାପୁଟରେ ଅପରେସନ ଗ୍ରୀନ୍‌ କ୍ଲିନ୍‌, ୫୧ ହଜାରରୁ ଉର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ
  • ||
  • କରଞ୍ଜିଆ : ଟ୍ରାକ୍ଟର ସହ ଧକ୍କା ହେଲା ପିଆଜ ବୋଝେଇ ଟ୍ରକ୍: ଜଣେ ମୃତ, ୨ ଗୁରୁତର
  • ||
  • ବୌଦ୍ଧରେ ଅପରେସନ୍‌ ଗ୍ରୀନ୍‌ କ୍ଲିନ, ୨ ଦିନରେ ୨୦ କୋଟିର ଗଞ୍ଜେଇ ଗଛ ନଷ୍ଟ
  • ||
  • ଦୈତନଗରୀରେ ଗଡିବ ୩୦ ଇଆର୍‌ଏସ୍‌ଏସ୍‌ ଯାନ, ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବଣାଇ : ଲୁଟ୍ କରିବାକୁ ଆସି ଗର୍ଭବତୀଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଲୁଟେରା ଫେରାର
  • ||
  • ବଣାଇରେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା, ବିଳମ୍ବିତ ରାତିରେ ଲୁଟ୍‌ ପାଇଁ ଆସି ହତ୍ୟା କଲେ ଦୁର୍ବୃତ୍ତ
  • ||
  • କୁହୁଡିର ଚାଦର ତଳେ ପାଟଣା, ଯାନବାହନ ଚଳାଚଳରେ ସମସ୍ୟା
  • ||
  • ରାଜ୍ୟରେ ବଢ଼ିଲା ଶୀତର ପ୍ରକୋପ, ଦିନକରେ ୫ ଡିଗ୍ରୀ ଖସିଲା ପାରଦ: ୧୫ ଡିଗ୍ରୀ ତଳେ ୧୩ ସହର ତାପମାତ୍ରା
  • ||

ବରଗଡ଼ରେ ଧାନମଣ୍ଡିର ଶୁଭାରମ୍ଭ କଲେ ଯୋଗାଣ ମନ୍ତ୍ରୀ, ଏଥର କ୍ଵିଣ୍ଟାଲ ପିଛା ୩୧ଶହ ପାଇବେ ଚାଷୀ

Published By : Prameya | November 20, 2024 11:59 AM

ବରଗଡ଼, ୨୦/୧୧ : ଆନୁଷ୍ଠାନିକ ଭାବେ ବରଗଡ଼ରେ ଖୋଲିଲା ଧାନମଣ୍ଡି। ବିଧିବଦ୍ଧ ଭାବେ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଧାନମଣ୍ଡିର ଶୁଭାରମ୍ଭ କଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଏଥର ଚାଷୀ ଧାନ କ୍ଵିଣ୍ଟାଲ ପିଛା ୩୧ଶହ ଟଙ୍କା ପାଇବେ। କେନ୍ଦ୍ର ୨୩ ଓ ରାଜ୍ୟ ସରକାର ଅତିରିକ୍ତ ୮ ଶହ ଦେବେ। 

ଖରିଫ୍ ଧାନ କିଣା ଶୁଭାରମ୍ଭ ପରେ ଯୋଗାଣ ମନ୍ତ୍ରୀ କହିଛନ୍ତି ଯେ, କଥା ଦେଇଥିଲୁ। ଆମ ସରକାର କଥା ରଖିଲେ। ସୀମା ସିଲ୍ ହୋଇଛି, ସିସିଟିଭି ଲାଗିଛି, ପାଟ୍ରୋଲିଂ ହେଉଛି। ବିନା କଟନୀ ଛଟନିରେ ଧାନ ବିକ୍ରି କରିପାରିବେ। ଡିବିଟି ମାଧ୍ୟମରେ ଚାଷୀଙ୍କ ଆକାଉଣ୍ଟକୁ ସିଧା ଟଙ୍କା ଯିବ। ମଣ୍ଡିରେ ଗ୍ରେନ୍ ଆନାଲାଇଜର ଲଗାଯାଇଛି। ବାହାର ରାଜ୍ୟର ଚାଷୀଙ୍କ ଉପରେ ନଜର ରହିଛି। ଆଜି ବରଗଡ଼ର ୩ଟି ମଣ୍ଡି, ଆସନ୍ତାକାଲିଠୁ ଅନ୍ୟ ସ୍ଥାନରୁ ମଣ୍ଡି ଆରମ୍ଭ ହେବ।  





  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.