ପ୍ରମୂଖ ଖବର
  • ରଥଯାତ୍ରା ଏଂବ ସ୍ନାନ ପୂର୍ଣ୍ଣିମାକୁ ନେଇ ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ
  • ||
  • ପଙ୍କରେ ଫସିଲେ ୩ ଦନ୍ତା ହାତୀ, ଖାଦ୍ୟ ଅନ୍ବେଷଣରେ ଆସି ଅଟକି ରହିଛନ୍ତି
  • ||
  • ମୋହନା: ଶଳାକୁ ଗୁଳି କରି ହତ୍ୟା କଲା ଭିଣୋଇ
  • ||
  • ଜମି ବିବାଦକୁ ନେଇ ମାଆ ଓ ଝିଅଙ୍କୁ ଛୁରା ମାଡ଼ ଘଟଣା, ଜେଲ ଗଲା ଅଭିଯୁକ୍ତ ସୂରଜ
  • ||
  • ଭାରତୀୟ ରେଳବାଇ ରଚିଲା ଇତିହାସ, 'ଲିମକା ବୁକ୍ ଅଫ୍ ରେକର୍ଡସ'ରେ ପାଇଲା ସ୍ଥାନ
  • ||
  • କରଞ୍ଜିଆ: ଫେରିଲେ ଝାଡ଼ଖଣ୍ଡି ହାତୀପଲ, ୨୦ରୁ ଊର୍ଦ୍ଧ୍ବ ଗାଁରେ ଭୟର ବାତାବରଣ
  • ||
  • ଅଗ୍ନିକାଣ୍ଡରେ ଜଳିଗଲା ଦୁଇ ବଖରା ଘର, ନିଆଁରେ ପୋଡି ହୋଇ ମହିଳା ଗୁରୁତର
  • ||
  • ଆଜି ଶେଷ ରଜ ଉତ୍ସବ: ସବୁଠି ପିଠା, ମିଠା, ପାନର ଆସର
  • ||
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ପତ୍ନୀଙ୍କ ମୃତ୍ୟୁ ପରେ ଆତ୍ମହତ୍ୟା କଲେ ତେଲୁଗୁ ଅଭିନେତା ଚନ୍ଦ୍ରକାନ୍ତ

ମୁମ୍ବାଇ, ୧୮/୫: ଫିଲ୍ମ ଜଗତରୁ ପୁଣି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି।  ତେଲୁଗୁ ଅଭିନେତା ଚନ୍ଦ୍ରକାନ୍ତ ଆତ୍ମହତ୍ୟା କରିଥିବା ବେଳେ ତାଙ୍କର ଅଳକାପୁରରୁ ମୃତଦେହ ଉଦ୍ଧାର ହୋଇଛି । ତେବେ କିଛି ଦିନ ପୂର୍ବରୁ ଅଭିନେତା ଚନ୍ଦ୍ରକାନ୍ତଙ୍କ ପତ୍ନୀ ପବିତ୍ର ଜୟରାମଙ୍କ ସଡକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା । ପତ୍ନୀଙ୍କ ମୃତ୍ୟୁର କିଛିଦିନ ପରେ ଜୀବନ ହାରିଛନ୍ତି ଅଭିନେତା । ଅଭିନେତାଙ୍କ ମୃତ୍ୟୁ ପରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ତେବେ ଅଭିନେତା ତାଙ୍କ ପତ୍ନୀଙ୍କ ମୃତ୍ୟୁର କିଛିଦିନ ପରେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଦୁଃଖଦ ପୋଷ୍ଟ ସେୟାର କରିଥିଲେ । ଏହି ପୋଷ୍ଟ ଦେଖିବା ପରେ ସମସ୍ତ ଫ୍ୟାନ୍ସ ନିରାଶ ହୋଇଥିଲେ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.