ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ପତ୍ନୀଙ୍କ ମୃତ୍ୟୁ ପରେ ଆତ୍ମହତ୍ୟା କଲେ ତେଲୁଗୁ ଅଭିନେତା ଚନ୍ଦ୍ରକାନ୍ତ

ମୁମ୍ବାଇ, ୧୮/୫: ଫିଲ୍ମ ଜଗତରୁ ପୁଣି ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି।  ତେଲୁଗୁ ଅଭିନେତା ଚନ୍ଦ୍ରକାନ୍ତ ଆତ୍ମହତ୍ୟା କରିଥିବା ବେଳେ ତାଙ୍କର ଅଳକାପୁରରୁ ମୃତଦେହ ଉଦ୍ଧାର ହୋଇଛି । ତେବେ କିଛି ଦିନ ପୂର୍ବରୁ ଅଭିନେତା ଚନ୍ଦ୍ରକାନ୍ତଙ୍କ ପତ୍ନୀ ପବିତ୍ର ଜୟରାମଙ୍କ ସଡକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା । ପତ୍ନୀଙ୍କ ମୃତ୍ୟୁର କିଛିଦିନ ପରେ ଜୀବନ ହାରିଛନ୍ତି ଅଭିନେତା । ଅଭିନେତାଙ୍କ ମୃତ୍ୟୁ ପରେ ଫିଲ୍ମ ଇଣ୍ଡଷ୍ଟ୍ରିରେ ଶୋକର ଛାୟା ଖେଳିଯାଇଛି। ତେବେ ଅଭିନେତା ତାଙ୍କ ପତ୍ନୀଙ୍କ ମୃତ୍ୟୁର କିଛିଦିନ ପରେ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଦୁଃଖଦ ପୋଷ୍ଟ ସେୟାର କରିଥିଲେ । ଏହି ପୋଷ୍ଟ ଦେଖିବା ପରେ ସମସ୍ତ ଫ୍ୟାନ୍ସ ନିରାଶ ହୋଇଥିଲେ । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.