ପ୍ରମୂଖ ଖବର
  • କାମାକ୍ଷାନଗର : ଟାଙ୍ଗିଆରେ ସ୍ତ୍ରୀକୁ ହାଣି ଦେଲା ପାଗଳ ସ୍ୱାମୀ, କାରଣ ଅସ୍ପଷ୍ଟ
  • ||
  • ସୁନ୍ଦରଗଡ଼ : ପଡିଆରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କଟକ: ଛତ୍ରବଜାରରେ ଯୋଗାଣ ବିଭାଗର ରେଡ୍ ଦର ନିୟନ୍ତ୍ରଣ ପାଇଁ ବେପାରିଙ୍କୁ ତାଗିଦ୍
  • ||
  • ପାଟଣାରେ ପୁଣି ଶୂନ୍ୟରୁ ଶୁଭିଲା ପ୍ରଚଣ୍ଡ ଶବ୍ଦ, ଥରି ଉଠିଲା ଘରଦ୍ଵାର
  • ||
  • ମାଲକାନଗିିରି: ଲାଲବାହିନୀର ବର୍ବରକାଣ୍ଡ, ମୋବାଇଲ୍ ଟାୱାର ଉଡାଇଦେଲେ ମାଓବାଦୀ
  • ||
  • କଟକ: ମହାନଦୀକୁ ଡେଇଁ ଆତ୍ମହତ୍ୟା, ମୃତଦେହ ଜବତ କରିବ ପରିଚୟ ଖୋଜୁଛି ପୋଲିସ
  • ||
  • ନଭେମ୍ବରରେ ୧.୮୨ ଲକ୍ଷ କୋଟିର ଜିଏସ୍‌ଟି ସଂଗ୍ରହ
  • ||
  • ପାଟଣା : ଶୋଇବା ଘରୁ ଇଞ୍ଜିନିୟରିଂ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ
  • ||
  • ଭଦ୍ରକ : ଗୋରୁ ବୋଝେଇ ଗାଡ଼ିକୁ ଗୋଡେଇ ଗୋଡେଇ ଧରିଲା ପୋଲିସ, ଡ୍ରାଇଭର ଫେରାର
  • ||
  • ବୈପାରିଗୁଡା : ବିପୁଳ ପରିମାଣର ନକଲି ବିଦେଶୀ ମଦ ଜବତ, ୫ ଗିରଫ
  • ||
  • ଏମ୍‌କେସିଜିରେ ପୁଣି ଜୁନିୟର୍‌ଙ୍କୁ ରାଗିଂ ଅଭିଯୋଗ, ଆଜି ଆଣ୍ଟି ରାଗିଂ ସେଲ୍‌ର ବୈଠକ
  • ||
  • ଆନନ୍ଦପୁର : ଖଣି ବିଭାଗ ଏନଫୋର୍ସମେଣ୍ଟ ସ୍କ୍ୱାର୍ଡ ଉପରେ ଆକ୍ରମଣ, ୪ ଆହତ
  • ||
  • ବଙ୍ଗୋପସାଗରରେ ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ୪ ଯାଏ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା
  • ||

ଓୟୋରେ ୫୦୦ କୋଟି ନିବେଶ କରିବେ ରିତେଶ, କମ୍ପାନିରେ ବଢ଼ାଇବେ ଅଂଶଧନ

ନୂଆଦିଲ୍ଲୀ,୧୮/୧୧: ଓୟୋ ପ୍ରତିଷ୍ଠାତା ରିତେଶ ଅଗ୍ରୱାଲ ଓୟୋରେ ୫୫୦ କୋଟି ଟଙ୍କା ନିବେଶ କରିବେ । କମ୍ପାନିରେ ତାଙ୍କ ଅଂଶଧନ ବଢ଼ାଇବା ଲାଗି ୫୫୦ କୋଟି ଟଙ୍କାର ଶେୟାର ସେ କିଣିବେ । କମ୍ପାନିର ଲାଭରେ ବେଶ  ଉନ୍ନତି ଆସିଥିବା ନିକଟରେ ଏକ ରିପୋର୍ଟ ଆସିଥିଲା । 

ବିଶ୍ୱର ପ୍ରମୁଖ ବଜାରକୁ  ସମ୍ପ୍ରସାରଣ, ଜି୬ ହସ୍ପିଟାଲିଟି ଭଳି କମ୍ପାନିର ଅଧିଗ୍ରହଣ ଭଳି ପଦକ୍ଷେପ ଯୋଗୁ  କମ୍ପାନିର କାରବାରରେ ଉନ୍ନତି ଆସିଛି । ବର୍ତ୍ତମାନର ନିବେଶ ପରେ କମ୍ପାନିରେ  ରିତେଶଙ୍କର ଶେୟାର ୩୦ରୁ ୩୨%କୁ ବୃଦ୍ଧି ହେବ । ବିଶ୍ୱ ବଜାରରେ ସ୍ଥିତି  ଦୃଢ଼ ଲାଗି ଓୟୋ ଏବେ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ କରୁଥିବା କୁହାଯାଉଛି । 

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.