ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଅଟୋ ସହ କୁକୁଡ଼ା ବୋଝେଇ ଗାଡ଼ି ଧକ୍କା, ୧୦ ଆହତ

ପାଟଣାଗଡ,୩୧/୫ : ପାଟଣାଗଡ଼  କେନ୍ଦୁମଣ୍ଡି ରାସ୍ତାରେ ଥିବା କପା ମିଲ ନିକଟରେ ସଡ଼କ ଦୁର୍ଘଟଣା । ଶୁକ୍ରବାର ସନ୍ଧ୍ୟାରେ ଏକ ଅଟୋ ସହ କୁକୁଡ଼ା ବୋଝେଇ ଗାଡ଼ି ଧକ୍କା ହୋଇଛି । ଏଥିରେ ୧୦ଜଣ ଯାତ୍ରୀ ଆହତ ହୋଇଥିବାବେଳେ ୬ଜଣ ଗୁରୁତର ହୋଇପଡ଼ିଛନ୍ତି । ସମସ୍ତ ଗୁରୁତରଙ୍କୁ ବଲାଙ୍ଗିର ଭୀମଭୋଇ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । 

ସୂଚନା ଅନୁଯାୟୀ, ଚିଙ୍ଗେର୍ ବନ୍ଦ୍ ଗାଁର ଲୋକେ ଶୁକ୍ରବାର ଏକ ଅଟୋ ଯୋଗେ ବଗଲା ବନ୍ଦକୁ ସଂକୀର୍ତ୍ତନ ଦେଖିବାକୁ ଯାଉଥିଲେ । ଏହି ସୟରେ ଏକ କୁକୁଡ଼ା ବୋଝେଇ ଗାଡ଼ି ସହ ଧକ୍କା ହୋଇଥିଲା । ସ୍ଥାନୀୟ ଲୋକେ ଏହା ଦେଖି ସଙ୍ଗେ ସଙ୍ଗେ ଉଦ୍ଧାର କରିବା ସହ ପୋଲିସକୁ ଖବର ଦେଇଥିଲେ । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଆହତମାନଙ୍କୁ ମେଡ଼ିକାଲକୁ ପଠାଇଛି । 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.