ପ୍ରମୂଖ ଖବର
  • ନିରବୀ ଗଲା ସୌମ୍ୟାଶ୍ରୀଙ୍କ ସ୍ୱର, ଗାଁ ମଶାଣିରେ ପଞ୍ଚଭୂତରେ ଲୀନ ​ହୋଇଗଲା ପ୍ରାର୍ଥୀବ ଶରୀରର
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ଆସନ୍ତା ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ
  • ||
  • ସ୍ପେସ୍‌ ଷ୍ଟେସନରୁ ଫେରୁଛନ୍ତି ଶୁଭାଂଶ ଶୁକ୍ଳା, ଆଜି କାଲିଫର୍ଣ୍ଣିଆ ତଟରେ ଜଳାବତରଣ
  • ||
  • କଟକ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରେଭେନ୍ସା ବିଶ୍ୱବିଦ୍ୟାଳୟ ୧୩ ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ
  • ||
  • ମଙ୍ଗଳବାରଠୁ ଆଧାର ଓଟିପିରୁ ବୁକ୍‌ ହେବ ତତ୍କାଳ ଟିକଟ, ପ୍ରଥମ ୩୦ ମିନିଟ୍‌ ଏଜେଣ୍ଟ କରିପାରିବେନି ବୁକିଂ
  • ||
  • ବୌଦ୍ଧ: ଟ୍ରକକୁ ପଛରୁ ଧକ୍କା ଦେଲା ବୋଲବମ୍ ଯାତ୍ରୀଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ,୫ ଗୁରୁତର
  • ||
  • ଏଫ୍‌ଏମ୍‌ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟକୁ ନେଇ ଶୋକବ୍ୟକ୍ତ କଲେ କେନ୍ଦ୍ରମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ
  • ||
  • ସୃଷ୍ଟି ହେଲା ଅବପାତ: ଉତ୍ତର, ପଶ୍ଚିମରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କ
  • ||

ବାଇକ୍ ଚକା ତଳେ ପଶିଗଲା କୁକୁର; ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

Published By : Anindita Ratha | July 15, 2025 8:50 AM

ପାଣିକୋଇଲି,୧୫/୦୭: ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଗୋଳେଇପୁର ଗ୍ରାମର ଜଣେ ଯୁବକଙ୍କ ଦୁର୍ଘଟଣାରେ ମୃତ୍ୟୁ।  ମୃତକ ଜଣକ ୩୪ ବର୍ଷୀୟ ବାସୁଦେବ ପାତ୍ର ବୋଲି ଜଣାପଡ଼ିଛି। ତେବେ ବାସୁଦେବ କୌଣସି କାମରେ ବାଇକ୍ ନେଇ ପାଣିକୋଇଲି ଯାଉଥିବା ବେଳେ ୧୬ ନମ୍ବର ଜାତୀୟ ରାଜପଥର ପୁରୁଣା ଟୋଲ ଗେଟ ନିକଟରେ କୁକୁରଟି ଚକା ତଳେ ପଶିଯାଇଥିଲା । ଫଳରେ  ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ ବାସୁଦେବ । ତାଙ୍କୁ ପରିବାର ଲୋକ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଏହି ଖବର ଶୁଣି ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.