ପ୍ରମୂଖ ଖବର
  • ପୁରୀରେ କାଳବୈଶାଖୀ ପ୍ରଭାବ: ଭୁଶୁଡ଼ି ପଡ଼ିଲା କମାରଶାଳ
  • ||
  • ପ୍ରକାଶ ପାଇଲା ICSE ଦଶମ ଏବଂ ISC ଦ୍ୱାଦଶ ପରୀକ୍ଷା ଫଳାଫଳ, ଜାଣନ୍ତୁ କେମିତି ଚେକ୍‌ କରିବେ ରେଜଲ୍ଟ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||
  • ଅକ୍ଷୟ ତୃତୀୟରେ ଚାଷୀଙ୍କୁ ମିଳିଲା ସିଏମ୍‌ କିଷାନ ଟଙ୍କା, ୧୦୨୫ କୋଟି ଟଙ୍କା ବାଣ୍ଟିଲେ ସରକାର
  • ||
  • ଭୁବନେଶ୍ୱର : ରାଜଧାନୀ ଅଭାବନୀୟ ଘଟଣା; ରାସ୍ତାରେ ଜଳିଗଲେ କଲେଜ ଛାତ୍ର, ତଦନ୍ତ କରୁଛି ପୋଲିସ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଚନ୍ଦନ ଯାତ୍ରା, ନରେନ୍ଦ୍ର ପୁଷ୍କରିଣୀରେ ଜଳକ୍ରୀଡା କରିବେ ମଦନମୋହନ
  • ||
  • ଅକ୍ଷୟ ତୃତୀୟାଠାରୁ ବିନ୍ଦୁସାଗରରେ ଚନ୍ଦନ ଯାତ୍ରା, ୨୨ ଦିନ ଚାପ ଖେଳିବେ ଶ୍ରୀଲିଙ୍ଗରାଜ
  • ||
  • ବିଶାଖାପାଟଣାର ସୀମାଞ୍ଚଳମ୍ ମନ୍ଦିରରେ ଅଘଟଣ; ପାଚେରି ଭୁଶୁଡ଼ି ୮ ଜଣଙ୍କର ମୃତ୍ୟୁ, ଅନେକ ଆହତ
  • ||
  • ଭଦ୍ରକ : ମିଶ୍ରପୁର ଗ୍ରାମରେ ଅଘଟଣ, ନଈରେ ପଡ଼ି ନାବାଳିକା ମୃତ
  • ||

ସୁନ୍ଦରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ବାଇକ୍‌କୁ ଧକ୍କା ଦେଲା ଟ୍ରକ୍,୩ ମୃତ

Published By : prameya | April 15, 2025 8:29 AM

ସୁନ୍ଦରଗଡ଼, ୧୫/ ୦୪ : ସୁନ୍ଦରଗଡ଼  ମିରିଚି ମୁଣ୍ଡାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍‌କୁ ଧକ୍କା ଦେଲା ଟ୍ରକ୍ । ଫଳରେ ୩ ବାଇକ୍ ଆରୋହୀ ମୃତ । ମୃତକମାନେ ହେଲେ ବିରତୁଲା ଗ୍ରାମର   ଠଣସୁନ୍ଦର ସା , ଦିଲ୍ଲୀପ ନାଏକ ଓ ଚନ୍ଦନ ଲୁହାର ବୋଲି ଜଣାପଡ଼ିଛି।

ଏହା ମଧ୍ୟ ପଢନ୍ତୁ- ଉତ୍ତର-ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ୫୦ ରୁ ୬୦ କିମି ବେଗରେ ବହିବ ପବନ

ସୂଚନା ମୁତାବକ, ଗତକାଲି ବିଳମ୍ବିତ ରାତିରେ ୩ ଜଣ ଯୁବକ  ବାଇକ ଯୋଗେ ବଡ଼ଗାଁ ରାମନବମୀ ଯାତ୍ରା ଦେଖି ଫେରୁଥିଲେ । ସେହି ସମୟରେ ଏକ ଟ୍ରକ୍ ଆସି ଧକ୍କା ଦେଇଥିଲା । ଯାହା ଫଳରେ ଘଟଣାସ୍ଥଳରେ ୩ ଜଣ ଯୁବକଙ୍କ ମୃତ୍ୟୁ ହୋଇଛି । ଏନେଇ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ସହ  ପରିବାର ଲୋକଙ୍କୁ ଖବର ଦିଆଯାଇଛି। ଅନ୍ୟପଟେ ଏହି ଘଟଣାର ଖବର ପାଇଁ ମୃତକଙ୍କ ପରିବାରରେ ଶୋକର ଛାୟା ଖେଳିଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.