ପ୍ରମୂଖ ଖବର
  • ଗୋପାଳପୁର ଗଣଦୁର୍ଷମ ଘଟଣା : ସିଆଇଡି କ୍ରାଇମବ୍ରାଞ୍ଚକୁ ତଦନ୍ତ ହସ୍ତାନ୍ତର
  • ||
  • ଭୁବନେଶ୍ବରରେ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ , ମଦ ଦୋକାନ ସିଲ୍ କଲା ଅବକାରୀ ବିଭାଗ
  • ||
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ତେଲିବନ୍ଧ ଦିଡ଼ିଙ୍ଗାପଦାର ରାସ୍ତା ସାଜିଛି ମରଣଯନ୍ତା, ମରାମତି କିମ୍ବା ନୂତନ ରାସ୍ତା ନିର୍ମାଣ ପାଇଁ ସ୍ଥାନୀୟଲୋକଙ୍କ ଦାବି

Published By : Harapriya Sethi | May 11, 2025 3:01 PM

ସାହାଜପାଲ,୧୧/୦୫: ବୌଦ୍ଧ ଜିଲ୍ଲା ଦେଇ ଯାଇଥିବା ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ତେଲିବନ୍ଧ ଛକ ଠାରୁ ଦିଡ଼ିଙ୍ଗାପଦାର ପର୍ଯ୍ୟନ୍ତ ଯାଇଥିବା ପୂର୍ତ୍ତ ବିଭାଗ ରାସ୍ତାଟି ମରଣଯନ୍ତା ପାଲଟିଛି । ରାସ୍ତାରୁ ମେଟାଲ ଓ ପିଚୁ ଗୁଡିକ ଉଠିଯାଇଥିବାରୁ ରାସ୍ତା ସାରା ସ୍ଥାନେ ସ୍ଥାନେ ଖାଲ ଖମା ଭରି ରହିଛି । ଯାହା ଫଳରେ ପ୍ରତି ଦିନ ଅନେକ ଘଟୁଛି । 

ତେଲିବନ୍ଧ, ପଦ୍ମନପୁର, ମୁଣ୍ଡାପଡା, ବ୍ରାହ୍ମଣୀପାଲି, ଆମ୍ବଝିର, ମୁଣ୍ଡିପଦର, ଜହ୍ନାପଙ୍କ, ବଘିଆପଡା ଆଦି  ୮ଟି ଗ୍ରାମ ପଞ୍ଚାୟତର ଲୋକେ ଯିବା ଆସିବା ପାଇଁ ଏହି ରାସ୍ତା ଉପରେ ନିର୍ଭର କରୁଛନ୍ତି । ଆଗକୁ ବର୍ଷା ଦିନ ଆସୁଥିବାରୁ ରାସ୍ତା ଉପରେ ଥିବା ଗାତ ଗୁଡିକରେ ପାଣି ଜମି ରହିବ । ଫଳରେ ଅଧିକ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି । ଏହି ରାସ୍ତାର ମରାମତି କିମ୍ବା ନୂତନ ରାସ୍ତାର ନିର୍ମାଣ କରିବା ପାଇଁ ବିଭାଗୀୟ ଅଧିକାରୀ ଓ ଜିଲ୍ଲା ପ୍ରଶାସନକୁ ଦାବି ହେଉଛି । ଏନେଇ ସହକାରୀ ନିର୍ବାହୀ ଯନ୍ତ୍ରୀ କୁନା ଚରଣ ସିଂଙ୍କୁ ପଚାରିବାରୁ ଟେଣ୍ଡର ହୋଇଯାଇଛି, ବର୍ଷା ପୂର୍ବରୁ ରାସ୍ତା କାମ ହୋଇଯିବ ବୋଲି କହିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.