ପ୍ରମୂଖ ଖବର
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ଅଜଣା ଗାଡି ଧକ୍କାରେ ଗାଈ ମୃତ, କ୍ଷତିପୂରଣ ଦାବିରେ ଉତ୍ୟକ୍ତ ଲୋକଙ୍କ ରାସ୍ତାରୋକ…

Published By : Ladu Kishor | June 23, 2025 10:46 PM

ବିନିକା/ସିଂଘିଯୁବା ୨୩/୦୬: ସୁବର୍ଣ୍ଣପୁର ଜିଲ୍ଲା ବିନିକା-ଏସ ରାମପୁର ରାସ୍ତାର ଖଇରମାଲ ଛକ ନିକଟରେ ଅଜଣା ଗାଡ଼ି ଧ୍କକାରେ ଏକ ଗାଈର ମୃତ୍ୟୁ ଘଟିଛି। ଗାଈ ମାଲିକଙ୍କ ସହ ସ୍ଥାନୀୟ ଲୋକେ କ୍ଷତି ପୂରଣ ଦାବିରେ ମୃତଗାଈକୁ ମୁଖ୍ୟରାସ୍ତା ଉପରେ ରଖି ରାସ୍ତା ଅବରୋଧ କରି ଆନ୍ଦୋଳନ କରିଥିଲେ । ସ୍ଥାନୀୟ ଲୋକେ ଟାୟାର ଜାଳି ରାସ୍ତା ଅବରୋଧ କରିଥିଲେ । ପ୍ରାୟ ୧ ଘଣ୍ଟା ଧରି ରାସ୍ତାରୋକ କରିବା ପରେ ଖବର ପାଇ   ଘଟଣା ସ୍ଥଳକୁ ବିନିକା ପୁଲିସ ପହଂଚି ଆନ୍ଦୋଳନକାରୀଙ୍କୁ ବୁଝା ସୁଝା କରିଥିଲା । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.