ପ୍ରମୂଖ ଖବର
  • ICCର ଗ୍ରୀନ୍ ସିଗନାଲ: ୩୪ ଓଭର ପରେ ଗୋଟିଏ ବଲ୍, ୫ ବ୍ୟାକଅପ୍ ପ୍ଲେୟାର, କ୍ରିକେଟରେ ବଦଳିବ ନିୟମ
  • ||
  • 'ଆତଙ୍କୀ ନାରୀ ଶକ୍ତିକୁ ଚ୍ୟାଲେଞ୍ଜ କରିଥିଲେ, ସେମାନଙ୍କ ବିନାଶ ହେଲା': ପ୍ରଧାନମନ୍ତ୍ରୀ
  • ||
  • ଗ୍ରାମାଞ୍ଚଳ ଛାତ୍ରଛାତ୍ରୀଙ୍କ ପାଇଁ ଫ୍ରି ପବ୍ଲିକ ଟ୍ରାନ୍ସପୋର୍ଟ ସେବା ଦେବାକୁ କଂଗ୍ରେସର ଦାବି, ଜୁନ୍ ୧୦ ସୁଦ୍ଧା କାର୍ଯ୍ୟକାରୀ ନହେଲେ ଆନ୍ଦୋଳନ
  • ||
  • ଉତ୍ତରପୂର୍ବ ରାଜ୍ୟରେ ପ୍ରକୃତି କୋପ; ଘରେ ପଶିଲା ପାଣି- ବୁଡ଼ିଲା ଗାଡ଼ି, ୩ ମୃତ
  • ||
  • କରୋନା ଆତଙ୍କ; ରାଜଧାନୀରେ ପ୍ରଥମ ମୁଣ୍ଡ ନେଲା ନୂଆ ଭାରିଏଣ୍ଟ, ୭ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର, ବଜାର ଏବଂ ଜନ ବନତିରେ ମାଡ଼ିଗଲା ପାଣି
  • ||
  • ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ, ଏକକାଳୀନ ୪ ଟି ସ୍ଥାନରେ ଚଢାଉ
  • ||
  • ମୟୂରଭଞ୍ଜ : ବାଙ୍ଗିରିପୋଷିରୁ ଚୋରି ଗାଡି ଝାଡଖଣ୍ଡରୁ ଉଦ୍ଧାର, ଜଣେ ଗିରଫ
  • ||
  • 'ଆମେ କଥା ହେଲୁ ଯୁଦ୍ଧ ରୋକିଲା'; ଭାରତ-ପାକିସ୍ତାନ ସିଜଫାୟାରକୁ ନେଇ ଟ୍ରମ୍ପଙ୍କ ବଡ଼ ବୟାନ
  • ||
  • ଗଞ୍ଜାମ : ଗୁହାଳରେ ଅଗ୍ନିକାଣ୍ଡ, ୧୫ ରୁ ଉର୍ଦ୍ଧ୍ୱ ଛେଳି ଏବଂ ମେଣ୍ଢା ଜୀବନ୍ତ ଦଗ୍ଧ
  • ||
  • ଟ୍ରମ୍ପଙ୍କ ବଡ଼ ଘୋଷଣା; ଚୀନ୍‌ ଷ୍ଟିଲ ଉପରେ ଡବଲ୍ ଟାରିଫ୍‌, ଜୁନ୍‌ ୪ରୁ ଲାଗୁ
  • ||
  • ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସହ ମା' ପାର୍ବତୀଙ୍କ ବିବାହ ସମ୍ପନ୍ନ, ଆଜି ରାତି ୧୦ଟାରେ ଶୀତଳ ଷଷ୍ଠୀ ଶୋଭାଯାତ୍ର
  • ||
  • କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି, ବେକରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦମ୍ପତି
  • ||
  • ଦୁର୍ବଳ ହେଉଛି ଅବପାତ: ଆଜି କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ସପ୍ତାହେ ଯାଏ ବିଶେଷ ବର୍ଷା ନାହିଁ
  • ||

ରୋହିତଙ୍କ ଦମଦାର ପ୍ରଦର୍ଶନ; ଗୁଜରାଟକୁ ୨୨୯ ରନର ଟାର୍ଗେଟ ଦେଲା ମୁମ୍ୱାଇ

Published By : Bijay Swain | May 30, 2025 9:45 PM

ନୂଆଦିଲ୍ଲୀ: ଆଇପିଏଲ ୨୦୨୫ର ଏଲିମିନେଟର ମ୍ୟାଚ ମୁମ୍ୱାଇ ଇଣ୍ଡିଆନ୍ସ ଗୁଜରାଟ ଟାଇଟନ୍ସ ମଧ୍ୟରେ ଖେଲାଯାଉଛି। ନ୍ୟୁ ଚଣ୍ଡିଗଡର ମାହାରାଜା ୟାଦବେନ୍ଦ୍ର ସିଂହ ଇଣ୍ଟରନେସନାଲ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ମୁମ୍ୱାଇ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ରୋହିତ ଶର୍ମା ଓ ଜନି ବେୟରଷ୍ଟୋଙ୍କ ସହଭାଗିତାରେ ଦଳ ୨୦ ଓଭର ସୁଦ୍ଧା ୫ ୱିକେଟ ହରାଇ ୨୨୮ ରନ ସଂଗ୍ରହ କରିଥିଲା। 

ରୋହିତ ଶର୍ମା ୫୦ ବଲ ଖେଳି ୮୧ ରନ ସଂଗ୍ରହ କରିଛନ୍ତି। ସେ ୯ ଚୌକା ସାଙ୍ଗକୁ ୪ ଛକ୍କା ମାରିଛନ୍ତି। ରୋହିତଙ୍କ ଛଡା ଜନି ବେୟରଷ୍ଟୋ ୪୭, ସୁର୍ଯ୍ୟକୁମାର ଯାଦବ ୩୩, ତିଳକ ବର୍ମା ୨୫ ଓ କ୍ୟାପଟେନ ହାର୍ଦ୍ଦିକ ପାଣ୍ୟା ଅପରାଜିତ ରହି ଗୁରୁତ୍ତ୍ୱପୂର୍ଣ୍ଣ ୨୨ ରନର ପାରି ଖେଳିଥିଲେ। ସେହିପରି ଗୁଜରାଟ ପକ୍ଷରୁ ପ୍ରସିଦ୍ଧ କୃଣ୍ଣା ଓ ସାଇ କିଶୋରଙ୍କୁ ୨-୨ଟି ୱିକେଟ ମିଳିଛି। ଆଉ ଏକ ୱିକେଟ ମହମ୍ମଦ ସିରାଜଙ୍କ ଖାତାକୁ ଆସିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.