PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ଶୀତକାଳୀନ ସହାୟତା ରାଶି ଘୋଷଣା, ଉପକୃତ ହେବେ ୪୮ ଲକ୍ଷରୁ ଉର୍ଦ୍ଧ୍ବ ହିତାଧିକାରୀ

ଭୁବନେଶ୍ୱର ୧୯/୧୧: ସାମାଜିକ ସୁରକ୍ଷା ହିତାଧିକାରୀମାନଙ୍କୁ ରାଜ୍ୟ ସରକାର ଶୀତକାଳୀନ ସହାୟତା ରାଶି ଘୋଷଣା । ଏହି ବାବଦରେ ପ୍ରତ୍ୟେକ ହିତାଧିକାରୀଙ୍କୁ ଏକକାଳୀନ ତିନିଶହ ଟଙ୍କା ପ୍ରଦାନ କରାଯିବ। ଡିସେମ୍ବର ମାସରେ ହିତାଧିକାରୀଙ୍କ ବ୍ୟାଙ୍କ୍ ଆକାଉଣ୍ଟରେ ଏହି ଅର୍ଥ ଜମା କରାଯିବ। ସାମାଜିକ ସୁରକ୍ଷା ଯୋଜାନାରେ ଅନ୍ତର୍ଭୁକ୍ତ ୪୮ ଲକ୍ଷରୁ ଉର୍ଦ୍ଧ୍ବ ହିତାଧିକାରୀ ଉପକୃତ ହେବେ। ରାଜ୍ୟ ସରକାର ସହାୟତା ବାବଦରେ ପ୍ରୟ ୧୪ କୋଟି ୬୨ ଲକ୍ଷ ଟଙ୍କା ମଞ୍ଜୁର କରିଥିବା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତକରଣ ବିଭାଗ ସୂତ୍ରରୁ ପ୍ରକାଶ।

ଏଠାରେ ଉଲ୍ଳେଖଯୋଗ୍ୟ ଯେ ପୂର୍ବରୁ ହିତାଧିକାରୀମାନଙ୍କୁ ପ୍ରତ୍ୟେକଙ୍କୁ ୧୦୦ ଟଙ୍କା ଲେଖାଁଏ ଗ୍ରୀଷ୍ମକାଳୀନ ସହାୟତା ପ୍ରଦାନ କରାଯାଇଥିଲା।

ସମ୍ବନ୍ଧିତ ଖବର