PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାବୁଲ ସ୍ଥିତ ଏକ ମସଜିଦ୍‌ରେ ଭୟଙ୍କର ବିସ୍ଫୋରଣ , ବିସ୍ଫୋରଣରେ ୨୦ ମୃତ , ୪୦ ଆହତ , ଆହତଙ୍କୁ ନିଆଯାଉଛି ହସ୍ପିଟାଲ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୪ ଦିନ ଏଭଳି ବନ୍ୟା ସ୍ଥିତି ରହିବ, ଆଗାମୀ ୨୪ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ଏସଆରସିଙ୍କ ସୂଚନା
  • ||
  • ବୌଦ୍ଧ : ବୌଦ୍ଧ ଜିଲ୍ଲା ଭେଜିଗୋରା ଗ୍ରାମରେ ପାଣି ଘେରରେ ଥିବା ଗର୍ଭବତୀ ମହିଳା ଓ ଅନ୍ୟ ଜଣେ ମହିଳାଙ୍କୁ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ
  • ||
  • ଭଦ୍ରକ : ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ କାସିମପୁର ପଞ୍ଚାୟତ ହେମେନ୍ଦ୍ର ନାଥ ହାଇସ୍କୁଲରେ କ୍ଲାସ ରୁମ୍‌ରେ ପଶିଲା ବନ୍ୟା ପାଣି, ବାତିଲ ହେଲା ପରୀକ୍ଷା
  • ||
  • ସୋର : ବାଲେଶ୍ବର ଜିଲ୍ଲା ନୀଳଗିରି ଅଧିନ ଔପଦା ବ୍ଲକର ବିଡ଼ିଓ ଅଭିଷେକ ଦାସଙ୍କର ବଦଳିକୁ ନେଇ ବୁଧବାର ଔପଦା ବ୍ଲକ୍ ସମ୍ମୁଖରେ ସରପଞ୍ଚ, ସମିତି ସଭ୍ୟ/ସଭ୍ୟା, ବୁଦ୍ଧିଜୀବୀ, ଔପଦାର ଜନସାଧାରଣଙ୍କ ଧାରଣା
  • ||
  • ଜଗତସିଂହପୁର : ତିର୍ତ୍ତୋଲ ବ୍ଲକର ଗୋତିଆକୁଦ ଗାଁରେ ହଠାତ ପାଣି ବଢିଯିବାରୁ ଗୋଟିଏ ପରିବାରର ୩ ଜଣ ଫଶି ରହିଥିଲେ, ବୁଧବାର ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କରିଛି
  • ||
  • କଟକ : ମୁଣ୍ଡଳୀରେ କମୁଛି ଜଳସ୍ତର, ତଥାପି ଵିପଦ ସଙ୍କେତ ଉପରେ ମହାନଦୀ
  • ||
  • ବାଲିପାଟଣା : ଧନୁଆ ନଦୀରେ ବନ୍ୟା, ବାଲିପାଟଣା ବ୍ଲକ୍‌ର ୫ଟି ପଞ୍ଚାୟତର ବିଭିନ୍ନ ଗାଁ ଜଳମଗ୍ନ
  • ||
  • ବାରିପଦା : ଆଇଟିଆଇ କଲେଜରେ ଆଦିବାସୀ ଛାତ୍ରଙ୍କୁ ମାଡ ଘଟଣା, ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା
  • ||
  • କଣାସ : ମକରା ନଦୀରେ ୫୦ ଫୁଟର ଘାଇ, ୨୦ ରୁ ଅଧିକ ଗାଁରେ ପଶିଲା ବନ୍ୟାଜଳ
  • ||
  • ଜଳେଶ୍ବର : ତ୍ରୀର୍ଥଯାତ୍ରୀ ବସ୍‌କୁ ପିଟିଲା ମାଲବାହୀ ଟ୍ରକ୍, ଜଣେ ମୃତ ଓ ୪ ଗୁରୁତର
  • ||

ଆସିଲା ରୁଚିକାଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ, ଭିସେରା ରିପୋର୍ଟକୁ ଅପେକ୍ଷା…

ଭୁବନେଶ୍ୱର ୦୫/୦୭: ବିଜେବି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କ ଆସିଲା ପୋଷ୍ଟମର୍ଟମ୍ ରିପୋର୍ଟ। ପୋଲିସର ହସ୍ତଗତ ହୋଇଛି ବ୍ୟବଚ୍ଛେଦ ରିପୋର୍ଟ । ଶ୍ୱାସରୁଦ୍ଧ ହୋଇ ରୁଚିକାଙ୍କ ମୃତ୍ୟୁ ଘଟିଥିବା ରିପୋର୍ଟରେ ସ୍ପଷ୍ଟ ହୋଇଛି । ତେବେ ରୁଚିକାଙ୍କ ଭିସେରା ପରୀକ୍ଷା ପାଇଁ SFSLକୁ ପଠାଯାଇଛି । ଅନ୍ୟପଟେ ନ୍ୟାୟ ଦାବିରେ ବିଜେବି ଗେଟ୍ ସମ୍ମୁଖରେ ଧାରଣାରେ ବସିଛନ୍ତି ମାଆ।

ସୂଚନା ଥାଉକି, ଶନିବାର ବିଜେବି କଲେଜ କାରୁବାକୀ ଛାତ୍ରୀ ନିବାସରୁ ରୁଚିକାଙ୍କ ମୃତଦେହ ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର ହୋଇଥିଲ । କାରୁବାକି ଛାତ୍ରୀ ହଷ୍ଟେଲ ୨୨୧ ରୁମ୍‌ରେ ଖଟ ଉପରୁ ଛାତ୍ରୀଙ୍କ ମୃତଦେହ ଦେଖିବାକୁ ମିଳିଥିଲା । ଛାତ୍ରୀଙ୍କ ମୃତଦେହ ହଷ୍ଟେଲ ରୁମ୍‌ରେ ପଡିଥିବା ବେଳେ ରୁମ୍‌ କବାଟ ଭିତର ପଟୁ ବନ୍ଦ ରହିଥିଲା । ପରେ ଶାବଳରେ ଖୋଳି କବାଟ ଖୋଲା ଯାଇ ମୃତଦେହ ଉଦ୍ଧାର କରିଥିଲା ପୋଲିସ। ତେବେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ସେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିଲା । ଏବେ ପୋଷ୍ଟମର୍ଟମରେ ରିପୋର୍ଟରେ ସ୍ପଷ୍ଟ ହୋଇଛି ଯେ, ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଛି ।