ପ୍ରମୂଖ ଖବର
  • ପାରାଦୀପ ଜିରୋ ପଏଣ୍ଟ ପାଖରେ ଗଚ୍ଛିତ ପାଇପରେ ଭୟଙ୍କର ଅଗ୍ନିକାଣ୍ଡ
  • ||
  • ରାଜଧାନୀରୁ ୫ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ରାଉରକେଲାରେ ପୋଲିସ ଡିଜି ୱାଇବି ଖୁରାନିଆ, ରାଉରକେଲାରେ ଚାଲିଛି ସମୀକ୍ଷା ବୈଠକ
  • ||
  • ପହଲଗାମ ଆତଙ୍କୀ ହମ୍‌ଲା ପରେ ରାଜଧାନୀରେ ହାଇଆଲର୍ଟ, ଭୁବନେଶ୍ୱର ରେଲ୍‌ ୱେ ଷ୍ଟେସନ୍‌ରେ ଫ୍ଲାଗ୍ ମାର୍ଚ୍ଚ
  • ||
  • ରାଜଧାନୀରେ ଦୁର୍ବୃତ୍ତଙ୍କ ଆତଙ୍କରାଜ, ଟଙ୍କା ମାଗିବାରୁ ଦହିବରା ବେପାରୀଙ୍କୁ ନିସ୍ତୁକ ପିଟିଲେ
  • ||
  • ସମ୍ୱଲପୁର : ପାଣିରେ ବୁଡ଼ି ଜୀବନ ହାରିଥିଲେ ଭିସୁଟ୍‌ ଛାତ୍ରୀ: ୧୦୦ ଜଣଙ୍କ ଉପରେ ସର୍ବକାଳୀନ ଛାତ୍ର କାର୍ଯ୍ୟାନୁଷ୍ଠାନ
  • ||
  • ଚଳିବନି ପାକ୍ ପ୍ରୋପାଗଣ୍ଡା, ଭାରତରେ ୧୬ ପାକିସ୍ତାନୀ ୟୁଟ୍ୟୁବ୍ ଚ୍ୟାନେଲ୍ ବ୍ୟାନ୍
  • ||
  • ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍
  • ||
  • ବାଙ୍ଗିରିପୋଷି-ପୁରୀ ସୁପରଫାଷ୍ଟ ଟ୍ରେନ୍‌ରେ ଏଲଏଚବି କୋଚ୍‌ର ଶୁଭାରମ୍ଭ
  • ||
  • କେନ୍ଦୁଝର : ବାଇକ୍‌କୁ ଧକ୍କା ଦେଲା ଆଡିସନାଲ୍‌ CSOଙ୍କ ବୋଲେରୋ, ବାଇକ୍‌ ଚାଳକ ମୃତ
  • ||
  • ସୋମବାର ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୭ ତମ ଜନ୍ମଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ବିଜେଡି ନେତା ଓ କର୍ମୀ
  • ||
  • ଅନୁଗୁଳ : ୫୫ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ, ୨ ଗିରଫ
  • ||
  • IPL 2025: ଆଜି ରାଜସ୍ଥାନ- ଗୁଜରାଟ ଲଢ଼େଇ, ରୟାଲ୍ସ ପାଇଁ ‘କର ବା ମର’
  • ||
  • ତାତି କମିଲା, ଆହୁରି କମିବ: ଆଜି ଘଡ଼ଘଡ଼ି ସହ କୁଆପଥର ବର୍ଷା ଆଶଙ୍କା,୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||
  • ସୁନ୍ଦରଗଡ଼ : ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର
  • ||

ସଚିନ ତେନ୍ଦୁଲକରଙ୍କ ଝିଅ ହେଲେ ମୁମ୍ବାଇ ଟିମର ମାଲିକାଣୀ, ଆଇପିଏଲ୍ ୨୦୨୫ ମଧ୍ୟରେ କିଣିଲେ ପୂରା ଫ୍ରାଞ୍ଚାଇଜ୍

Published By : Prameya | April 3, 2025 5:53 PM

ମୁମ୍ବାଇ, ୩/୪ :   ଭେଟରାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ହେଲେ ମୁମ୍ବାଇ ଟିମର ମାଲିକାଣୀ । ଆଇପିଏଲ୍ ୨୦୨୫ମଧ୍ୟରେ ପୂରା ଟିମକୁ କିଣି ନେଇଛନ୍ତି । ଆଜ୍ଞା ହଁ ସାରା ତେନ୍ଦୁଲକର ଗ୍ଲୋବାଲ ଇ-କ୍ରିକେଟ ପ୍ରିମିୟର ଲିଗ(ଜିଇପିଏଲ)ରେ ମୁମ୍ବାଇ ଟିମର ମାଲିକାଣୀ ହୋଇଛନ୍ତି । ଜିଇପିଏଲକୁ ବିଶ୍ବର ସବୁଠାରୁ ବଡ଼ ଇ-କ୍ରିକେଟ ଲିଗ୍ ମଧ୍ୟରୁ ଗୋଟିଏ ବୋଲି ଗଣାଯାଏ । ୨୦୨୫ରେ ଏହି ଲିଗର ଦ୍ବିତୀୟ ସିଜନ ଆୟୋଜିତ ହେବ । ପ୍ରକାଶ ଯେ, ଏହି ଲିଗ୍ ରିୟଲ କ୍ରିକେଟ ଆପରେ ଖେଳାଯିବ । ଯାହାକୁ ଇଣ୍ଟରନେଟରେ ୩୦କୋଟିରୁ ବି ଅଧିକ ଥର ଡାଉନଲୋଡ଼ କରାଯାଇ ସାରିଛି ।

ଡେବ୍ୟୁ ସିଜନ ପରେ ଗ୍ଲୋବାଲ ଇ-କ୍ରିକେଟ ଲିଗ୍ ଭଲ ପରିଚୟ ସୃଷ୍ଟି କରିପାରିଛି । ପ୍ରଥମ ସିଜନରେ ୨ଲକ୍ଷ ଖେଳାଳୀ ରେଜିଷ୍ଟର କରିଥିଲେ । ଯାହାକି ସିଜନ ୨ ଲାଗି ୯ଲକ୍ଷ ୧୦ହଜାର ରେଜିଷ୍ଟେ୍ରଶନ ଆସିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.