ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଏହି ବଲିଉଡ୍‌ ଷ୍ଟାରଙ୍କୁ ଡେଟ୍‌ କରୁଛନ୍ତି ସଚୀନଙ୍କ ଲାଡ୍‌ଲୀ, ଭାଇରାଲ୍‌ ହେଉଛି ଫଟୋ

Published By : Krishna Priya | May 5, 2025 9:30 AM

ମୁମ୍ବାଇ ୦୫/୦୫: ‘ଗଲି ବୟ’, ‘ଗେହରାଇୟାଁ’, ‘ବଣ୍ଟି ଔର ବବ୍‌ଲି-୨’ ଭଳି ଫିଲ୍ମରେ ନଜର ଆସିସାରିଥିବା ଅଭିନେତା ସିଦ୍ଧାନ୍ତ ଚତୁର୍ବେଦୀଙ୍କ ନାମ ଦୀର୍ଘ ଦିନ ଧରି ବିଗ୍‌ ବି ଅମିତାଭ ବଚ୍ଚନଙ୍କ ନାତୁଣୀ ନବ୍ୟା ନବେଲି ନନ୍ଦାଙ୍କ ସହ ଯୋଡ଼ା ଯାଉଥିଲା । କିନ୍ତୁ କିଛି ମାସ ତଳେ ସେମାନେ ଅଲଗା ହୋଇସାରିଥିବାର ଖବର ସାମ୍ନାକୁ ଆସିଥିଲା । ଏବେ ସିଦ୍ଧାନ୍ତ ସାରା ତେନ୍ଦୁଲକରଙ୍କୁ ଡେଟ୍‌ କରୁଥିବା କୁହାଯାଉଛି ।

ରିପୋର୍ଟ ଅନୁସାରେ, ସଚିନ୍‌ ତେନ୍ଦୁଲକରଙ୍କ ଝିଅ ସାରା ଓ ସିଦ୍ଧାନ୍ତଙ୍କ ମଧ୍ୟରେ ଘନିଷ୍ଠତା ବେଶ୍‌ କିଛି ଦିନ ହେଲା ବଢ଼ିଛି । ପ୍ରେମୀ ଯୁଗଳଙ୍କୁ ଅନେକ ଉତ୍ସବରେ ଏକାଠି ଦେଖିବାକୁ ମିଳୁଛି । ନିକଟରେ ସେମାନଙ୍କୁ ଏକ ଫିଲ୍ମ ସହ ଜଡି଼ତ କାର୍ଯ୍ୟକ୍ରମରେ ଦେଖିବାକୁ ମିଳିଥିଲା । ଏହାପରେ ଉଭୟ ଡେଟ୍‌ କରୁଥିବା ଖବର ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେଉଛି । ତେବେ ସଂପର୍କ ପ୍ରାଥମିକ ପର୍ଯ୍ୟାୟରେ ଥିବାରୁ ସେମାନେ ଏଥିନେଇ ମୁହଁ ଖୋଲୁନଥିବା ଉଭୟଙ୍କ ସହ ଘନିଷ୍ଠ ଜଣେ ବ୍ୟକ୍ତି ପ୍ରକାଶ କରିଛନ୍ତି ।

ସିଦ୍ଧାନ୍ତଙ୍କୁ ଶେଷଥର ଲାଗି ନେଟ୍‌ଫ୍ଲିକ୍ସରେ ରିଲିଜ୍‌ ହୋଇଥିବା ‘ଖୋ ଗୟେ ହମ୍‌ କହାଁ’ରେ ଦେଖିବାକୁ ମିଳିଥିଲା । ଆଗକୁ ତାଙ୍କୁ ‘ଧଡ଼କ୍‌-୨’ରେ ଦେଖିବାକୁ ମିଳିବ । ସେଥିରେ ତାଙ୍କ ବିପକ୍ଷରେ ‘ଆନିମଲ୍‌’ ଫେମ୍‌ ତୃପ୍ତି ଡିମ୍‌ରି ନଜର ଆସିବେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.