ପ୍ରମୂଖ ଖବର
  • ଗୋପାଳପୁର ଗଣଦୁର୍ଷମ ଘଟଣା : ସିଆଇଡି କ୍ରାଇମବ୍ରାଞ୍ଚକୁ ତଦନ୍ତ ହସ୍ତାନ୍ତର
  • ||
  • ଭୁବନେଶ୍ବରରେ ମଦ ପିଇ ୨ ଜଣଙ୍କ ମୃତ୍ୟୁ ଅଭିଯୋଗ , ମଦ ଦୋକାନ ସିଲ୍ କଲା ଅବକାରୀ ବିଭାଗ
  • ||
  • ଖଲ୍ଲିକୋଟ : ଛେଳି ପଲ ଉପରେ ମାଡିଗଲା ଟ୍ରକ, ୭୦ ଛେଳି ମୃତ
  • ||
  • ଯୁଦ୍ଧଗ୍ରସ୍ତ ଇରାନ୍‌ରୁ ଆର୍ମେନିଆରେ ପହଞ୍ଚିଲେ ୧୧୦ ଭାରତୀୟ, ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଆଡ୍‌ଭାଇଜରୀ ଜାରି
  • ||
  • ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଅଭିଯୋଗ, ସମସ୍ତ ୧୦ ଅଭିଯୁକ୍ତକୁ ଗିରଫ କଲା ପୁଲିସ
  • ||
  • କୋକସରା: ଦେପୁର ନିକଟରେ ଗଛରେ ପିଟି ହେଲା ବାଇକ, ଦୁଇ ମୃତ ଜଣେ ଗୁରୁତର
  • ||
  • ପ୍ରତିକୂଳ ପାଗ ପାଇଁ ୧୭ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା, ଡାକବାଜି ଯନ୍ତ୍ରରେ କରାଗଲା ସତର୍କ
  • ||
  • ବଲାଙ୍ଗିର: ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ସାମିଲ୍ ହେଲେ ମୁଖ୍ୟମନ୍ତ୍ରୀ, ସଫଳ ଚାଷୀଙ୍କୁ ସମ୍ବର୍ଦ୍ଧିତ କରାଯିବ
  • ||
  • ବଲାଙ୍ଗୀର ସହର ଭିତରେ ଦୁର୍ଘଟଣା, ଭାରସାମ୍ୟ ହରାଇ ରାସ୍ତାକଡ଼ ଦୋକାନକୁ ପଶିଗଲା କଣ୍ଟେନର
  • ||
  • ବସୁମତୀ ସ୍ନାନ ସହ ଶେଷ ହେଲା ରଜ, ୩ ଦିନର ବିଶ୍ରାମ ପରେ ଶୁଦ୍ଧ ସ୍ନାନ କଲେ ବସୁମାତା
  • ||
  • ଏୟାର ଇଣ୍ଡିଆ ବିମାନରେ ଯାନ୍ତ୍ରିକ ତ୍ରୁଟି; କୋଲକାତାରେ ଜରୁରୀ ଅବତରଣ
  • ||
  • ପରମାଣୁ ଅସ୍ତ୍ର ନେଇ ଇରାନ୍‌କୁ ଟ୍ରମ୍ପଙ୍କ କଡ଼ା ଚେତାବନୀ, କହିଲେ ତୁରନ୍ତ ତେହେରାନ୍ ଛାଡ଼, ଡ଼ାକିଲେ ବଡ଼ ବୈଠକ
  • ||
  • କାନାଡ଼ାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଓ କାଲି ଦୁଇ ଦିନ ଧରି G7 ସମିଟ୍‌ରେ ସାମିଲ ହେବେ
  • ||
  • ଅନବସରରେ ମହାପ୍ରଭୁ: ଫୁଲୁରି ତେଲ ଘଷା ହେବାରେ ଉପଶମ ହେଉଛନ୍ତି ଦାରୁବ୍ରହ୍ମ, ଆଜି ଓଷ ଲାଗି ନୀତି
  • ||
  • ଏବେ ବଡ଼ ବର୍ଷା ନାହିଁ: ଆଜି କିଛି ସ୍ଥାନରେ ବର୍ଷିବ, ୨୩ରୁ ପୁଣି ବଢ଼ିପାରେ, ତାପମାତ୍ରା ୨ରୁ ୪ ଡିଗ୍ରୀ କମିବା ସମ୍ଭାବନା
  • ||

ଶୀତଳ ଷଷ୍ଠୀ ପାଇଁ ବଲାଙ୍ଗିର ଉତ୍ସବ ମୁଖର, ଦେବ ଦମ୍ପତିଙ୍କ ମନ୍ଦିର ପ୍ରତ୍ୟାବର୍ତ୍ତନ, ସାଢେ ପାଞ୍ଚ ପ୍ଲାଟୁନ ଫୋର୍ସ ମୁତୟନ

Published By : Rasmita Pradhan | June 2, 2025 1:11 PM

ବଲାଙ୍ଗିର, ୦୨/୦୬ : ଶୀତଳ ଷଷ୍ଠୀ ସହର ପାଇଁ ବଲାଙ୍ଗିର ସହର ଉତ୍ସବ ମୁଖର। ଖୁବ୍ ଆଡ଼ମ୍ଵରରେ ସମ୍ପନ୍ନ ହୋଇଛି ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବାହାଘର। ଆଜି ମନ୍ଦିର ଫେରୁଛନ୍ତି ଦେବ ଦମ୍ପତି। ଏଥିପାଇଁ ବିରାଟ ଶୋଭାଯାତ୍ରାର ଆୟୋଜନ ହୋଇଛି। ସହରର ରାଧାରାଣୀ ପଡ଼ା, ଏବିଏସଏସ, ବିବିଏସଏସ, ସାଗର ପଡ଼ା, ଗାନ୍ଧୀ ନଗର ପଡ଼ା ପୂଜା କମିଟି ପକ୍ଷରୁ ଶୋଭାଯାତ୍ରା କରାଯାଇଛି।

ଏହି ଶୋଭାଯାତ୍ରାରେ ଆଦିବାସୀ ନୃତ୍ୟ, ସିଙ୍ଘ ନୃତ୍ୟ, ମୟୂର ନାଚ, ବାଘ ଓ ମାଙ୍କଡ ନାଚ ସହ ଅପରେସନ ସିନ୍ଦୁରର ଭଳି ପ୍ରଜ୍ଞାପନ ମେଢ଼ ଦେଖିବାକୁ ମିଳିଛି। ଲୋକଙ୍କ ଭିଡ଼କୁ ନଜରରେ ରଖି ଜଣେ ଏଏସପିଙ୍କ ନେତୃତ୍ଵରେ ଦୁଇ ଡିଏସପି, ୩୦ ଅଧିକାରୀ, ସାଢେ ୫ ପ୍ଲାଟୁନ ଫୋର୍ସ ଏବଂ ୧୦୦ ରୁ ଅଧିକ ହୋମଗାର୍ଡ ମୁତୟନ ହୋଇଛନ୍ତି। ଶୋଭାଯାତ୍ରା ଦେଖିବାକୁ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.