PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ଗଣ୍ଡବେଡ଼ା ଗାଁରେ ଶ୍ୱଶୁର ଘର ପଛପଟୁ ଜ୍ୱାଇଁର ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ବସ୍ତା : ବାଲେଶ୍ଵର ଜିଲ୍ଲା ବସ୍ତା-ଅମର୍ଦା ରୋଡ ରେଳ ଷ୍ଟେସନ ମଧ୍ୟବର୍ତ୍ତୀ ବ୍ରାହ୍ମଣଦା ଗ୍ରାମ ନିକଟ ରେଳ ଧାରଣା ପାର୍ଶ୍ଵରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
  • ||
  • ଆଠମଲ୍ଲିକ : ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ବ୍ଲକ ହଣ୍ଡପା ଥାନା ଅନ୍ତର୍ଗତ ରଘୁନାଥପୁର ଗାଁ ପଡ଼ିଆରେ କ୍ରିକେଟ ଖେଳିବା ବେଳେ ପଡ଼ିଲା ଚଡ଼କ, ଜଣେ ମୃତ ଅନ୍ୟ ଜଣେ ଗୁରୁତର
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଗଙ୍ଗାଧର ପ୍ରସାଦ ଗାଁ ପଶ୍ଚିମେଶ୍ୱର ମନ୍ଦିର ନିକଟରେ ପିକଅପ୍ ଭ୍ୟାନ ଓ ଟ୍ରକ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର୍ ଗୁରୁତର
  • ||
  • ଭୁବନେଶ୍ଵର : ଦୁଇ ଆଇଏଏସ୍‌ଙ୍କୁ ହକି ବିଶ୍ୱକପ୍‌ ପରିଚାଳନା ଦାୟିତ୍ୱ, ରାଉରକେଲା ପାଇଁ ଭୂପେନ୍ଦ୍ର ସିଂ ପୁନିଆ, ଭୁବନେଶ୍ଵରରେ ରଘୁ ଜି
  • ||
  • ବଲାଙ୍ଗୀର : ଧୁମ୍‌ଧାମ୍‌ରେ ପାଳିତ ହେଲା ବଲାଙ୍ଗୀରର ବଏଲ ଯାତ୍ରା, ସମାଜର ମଙ୍ଗଳ ଉଦ୍ଦେଶ୍ୟରେ ଦେବୀଙ୍କ ଆରାଧନା କଲେ ଶ୍ରଦ୍ଧାଳୁ
  • ||
  • ମୁନିଗୁଡ଼ା : ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅନ୍ତର୍ଗତ କାମାରି ଗାଁ ନିକଟ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନିଖୋଜ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଉପକୂଳରେ ନବମୀ ଓ ଦଶମୀରେ ବର୍ଷିବ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ
  • ||
  • ଭୁବନେଶ୍ଵର : ଆଜି ପୀଠରେ ଦଶମୀ ; ମଣ୍ଡପରେ ମହାନବମୀ, ଚଣ୍ଡୀପାଠରେ କମ୍ପୁଛି ପୂଜା ମଣ୍ଡପ
  • ||
  • କୋଣାର୍କ : ଲଘୁଚାପ ପ୍ରଭାବରେ ସୋମବାର ରାତିରୁ କୋଣାର୍କରେ ପ୍ରବଳ ବର୍ଷା ହୋଇ ସୂର୍ଯ୍ୟମନ୍ଦିରରେ ଜମିଲା ପାଣି, ପର୍ଯ୍ୟଟକ ନିରାଶ
  • ||

ଜେଲରୁ ବାହାରିବେ ସାରଥି! ମିଳିଲା ସର୍ତ୍ତମୂଳକ ଜାମିନ

କଟକ ୨୨।୭: ସାରଥି ବାବା ଓରଫ ସନ୍ତୋଷ ରାଉଳଙ୍କୁ ଆଜି ଜାମିନ ପ୍ରଦାନ କରିଯାଇଛି। ୨୦୧୫ମସିହାରୁ ଜେଲରେ ଥିବା କେନ୍ଦ୍ରାପଡ଼ା ବାରିମୂଳ ଆଶ୍ରମର ସାରଥି ବାବାଙ୍କୁ ଗୋଟିଏ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରାଯାଇଛି। ତେବେ ତାଙ୍କ ବିରୋଧରେ ସମୁଦାୟ ୩ଟି ମାମଲା ଥିଲା। ଏହି ୩ଟି ମାମଲା ମଧ୍ୟରୁ ଇତିମଧ୍ୟରେ ସେ ଦୁଇଟି ମାମଲାରେ ଜାମିନ ପାଇସାରିଥିଲେ। ଏବେ ଶେଷ ମାମଲାରେ ମଧ୍ୟ ଜାମିନ ମିଳିବା ଯୋଗୁଁ ସେ ବାହାରକୁ ବାହାରିବା ନେଇ ସୂଚନା ମିଳିଛି।

୨୦୧୫ମସିହା ଅଗଷ୍ଟ ୮ତାରିଖରେ ସନ୍ତୋଷ ରାଉଳଙ୍କୁ ପୋଲିସ ଗିରଫ କରିଥିଲା। ଆଶ୍ରମର ଅନ୍ତେବାସିନୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପ୍ରଥମେ ଗିରଫ ହୋଇଥିଲେ। ଏହାପରେ ତାଙ୍କ ବିରୋଧରେ ଅର୍ଥନୈତିକ ଅପରାଧ ମାମଲା ମଧ୍ୟ ହୋଇଥିଲା।