PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ସାସ୍ -୨୦୨୨ରେ ସୋଆର ଫ୍ୟାକଲ୍ଟି ମେମ୍ବର୍ ସମ୍ମାନିତ

ଭୁବନେଶ୍ୱର, ୨୪/୦୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଫ୍ୟାକଲ୍ଟି ଅଫ୍ ମ୍ୟାନେଜମେଣ୍ଯ ସାଇନ୍‌ସେସ୍‌ର ହସ୍ପିଟାଲ୍ ଆଡ୍‌ମିନିଷ୍ଟ୍ରେସନ୍ ବିଭାଗର ମୁଖ୍ୟ ଡକ୍ଟର ଉମେଶ ଚନ୍ଦ୍ର ପରିଡା ଏବଂ ଆସୋସିଏଟ୍ ପ୍ରଫେସର ତଥା ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କ୍ୱାଲିଟି ବିଭାଗର ମୁଖ୍ୟ ଡକ୍ଟର ଅରୋଲିପି ହସ୍ପିଟାଲ୍ ପରିଚାଳନାକୁ ନେଇ ଆୟୋଜିତ ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ଶନିବାର ସମ୍ମାନିତ ହୋଇଛନ୍ତି ।

ଏମ୍ସ ଭୁବନେଶ୍ୱରର ହସ୍ପିଟାଲ୍ ଆଡମିନିଷ୍ଟ୍ରେସନ୍ ବିଭାଗ ଏବଂ ରିଜିଓନାଲ୍ ଚାପ୍ଟର ଏକାଡେମୀ ଅଫ୍ ହସ୍ପିଟାଲ୍ ଆଡମିନିଷ୍ଟ୍ରେସନ୍ , ଭୁବନେଶ୍ୱର ଓ ଏକାଡେମୀ ଅଫ୍ ହସ୍ପିଟାଲ୍ ଆଡମିନିଷ୍ଟ୍ରେସନ୍‌, ନୋଇଡ଼ାର ମିଳିତ ସହଯୋଗରେ ଦୁଇ ଦିନିଆ ଜାତୀୟ କର୍ମଶାଳା “ସେଫ୍ ସଷ୍ଟେନେବଲ୍ ହସ୍ପିଟାଲ୍‌ସ (ସାସ୍‌)-୨୦୨୨” ଶନିବାର ଆରମ୍ଭ ହୋଇଛି ।

ଏହି କର୍ମଶାଳାରେ ଦେଶର ବିଭିନ୍ନ ଜାତୀୟ ଅନୁଷ୍ଠାନ ଏବଂ ହସ୍ପିଟାଲ୍‌ଗୁଡ଼ିକର ୫୦୦ରୁ ଊର୍ଦ୍ଧ୍ୱ ପ୍ରତିନିଧି ଯୋଗ ଦେଇଥିଲେ । ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ ଓଡ଼ିଶାର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ମନ୍ତ୍ରୀ ନବକିଶୋର ଦାସ ଯୋଗ ଦେଇଥିଲେ । ଡକ୍ଟର ପରିଡା ସାସ୍‌-୨୦୨୨ର ପୃଷ୍ଠପୋଷକ ଥିବା ବେଳେ ଡକ୍ଟର ଅରୋଲିପି ସମ୍ମିଳନୀର ଆୟୋଜକ କମିଟିର ସଦସ୍ୟା ଥିଲେ ।

ସମ୍ବନ୍ଧିତ ଖବର