ପ୍ରମୂଖ ଖବର
  • ରାଉରକେଲା : ହୋଟେଲ ରୁମ୍‌ରେ ଜୀବନ୍ତ ଜଳିଗଲେ ଯୁବତୀ, ହତ୍ୟା ଅଭିଯୋଗ କଲେ ପରିବାର ଲୋକେ
  • ||
  • ବାରିପଦାରେ ଗଣେଶ ଭସାଣି ବେଳେ ଅଘଟଣ, ସୁବର୍ଣ୍ଣରେଖା କେନାଲରେ ଭାସିଗଲେ ୪ ଛାତ୍ର
  • ||
  • ମୋହନା : ପୋଖରୀରେ ବୁଡ଼ି ନାବାଳକ ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଆସ୍କା : ଟ୍ରାକ୍ଟରକୁ ଧକ୍କା ଦେଲା ମାଲ୍‌ ବୋଝେଇ ଟ୍ରକ୍‌, ଟ୍ରାକ୍ଟର ଡ୍ରାଇଭର ମୃତ
  • ||
  • ପୁରୀ ବେଳାଭୂମିରେ ଖୋଲିବନି ମଦ କ୍ୟାବିନ୍, ଅବକାରୀ ନୀତିରେ ପରିବର୍ତ୍ତନ କଲେ ରାଜ୍ୟ ସରକାର
  • ||
  • ଭୁବନେଶ୍ୱର ବିମାନ ବନ୍ଦରରୁ ପୁଣି ମିଳିଲା ସୁନା,୨୪ କିଲୋର ସୁନା ଅଳଙ୍କାର ଜବତ କଲା ସିଟି ଜିଏସ୍‌ଟି
  • ||
  • ଖୋର୍ଦ୍ଧା : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • ସମ୍ବଲପୁର : ନିଶାସକ୍ତ ଅବସ୍ଥାରେ ସାଙ୍ଗ ସାଜିଲା ଶତ୍ରୁ, ବାଡ଼ିରେ ପିଟିପିଟି ହତ୍ୟା କଲା ସାଙ୍ଗ
  • ||
  • ୩ ମାସ ପାଇଁ କୁକୁଡ଼ା ଚାଷ ବନ୍ଦ:ପୁରୀ ଜିଲ୍ଲାରେ ୧୪୧ଟି କୁକୁଡ଼ା ଫାର୍ମ ସିଲ୍‌
  • ||
  • ସୁନ୍ଦରଗଡ଼ : ସୁଭଦ୍ରା ଫର୍ମ ପୂରଣ ବେଳେ ଟଙ୍କା ମାଗିବା ପଡ଼ିଲା ମହଙ୍ଗା, ଜନସେବା କେନ୍ଦ୍ରର ପରିଚାଳକଙ୍କୁ ବାନ୍ଧିଲା ପୋଲିସ
  • ||
  • କଳାହାଣ୍ଡି ଗଡ଼ଜାତର ନୂଆଁଖାଇ,୧୦ଟାରୁ ୧୨ଟା ୪୦ ମିନିଟ୍‌ ମଧ୍ୟେ ସର୍ବସାଧାରଣ ନୂଆଁ ଖାଇବେ
  • ||
  • ସୋର : ଏମିତି ବି ଆସେ ମୃତ୍ୟୁ, ବାଇକରୁ ଓହ୍ଲାଇଲା ବେଳେ ଚାଳିଗଲା ଜୀବନ
  • ||
  • ସଫଳ ମହିଳା ହେବେ "ସୁଭଦ୍ରା ଅପା', ଆଜିଠୁ ପ୍ରତି ବ୍ଲକ୍‌ ଓ ପଞ୍ଚାୟତରେ "ସୁଭଦ୍ରା ସ୍ୱାଗତ ସପ୍ତାହ'
  • ||
  • ୧୭ରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ, ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ, ଆଜି ଜନତା ମଇଦାନ ଯାଞ୍ଚ
  • ||
  • ଭୁବନେଶ୍ୱର : ଆଉଟ୍ ହାଉସରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ,କାରଣ ଅସ୍ପଷ୍ଟ
  • ||
  • ପୁରୁଷ ହକି ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫ: ଦ. କୋରିଆକୁ ହରାଇଲା ଟିମ୍ ଇଣ୍ଡିଆ, ଶନିବାର ଭାରତ- ପାକ୍ ଲଢ଼େଇ
  • ||
  • ଲଘୁଚାପ ନେବ ଅବପାତ ରୂପ: ଆଜି କଳାହାଣ୍ଡିକୁ ଅରେଞ୍ଜ, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୧୬ ଯାଏ ପ୍ରବଳ ବର୍ଷା
  • ||

ସ୍ୱାତୀ ମାଲିୱାଲ କେସ୍‌ : କେଜ୍ରିୱାଲଙ୍କ ପିଏ ବିଭବ କୁମାରଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘନିଷ୍ଠ ତଥା ପିଏ ବିଭବ କୁମାରଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଆଶ୍ୱସ୍ତି। ଆଜି ସୋମବାର ( ୨ ସେପ୍ଟେମ୍ୱର)ରେ ତାଙ୍କୁ ମିଳିଲା ଜାମିନ। ବିଭବ ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲଙ୍କ ଉପରେ ଆକ୍ରମଣ ଅଭିଯୋଗରେ ଜେଲ୍‌ରେ ଥିଲେ। ସୁପ୍ରିମକୋର୍ଟ ଆଦେଶ ଦେଇଛନ୍ତି ଯେ, ଯେପର୍ଯ୍ୟନ୍ତ ସବୁ ପ୍ରମୁଖ ସାକ୍ଷୀଙ୍କର ଜେରା ସରି ନାହିଁ, ସେପର୍ଯ୍ୟନ୍ତ ବିଭବ କୁମାର କେଜ୍ରିୱାଲଙ୍କ ଘରୋଇ ସଚିବ ଭାବେ କାମ କରି ପାରିବେ ନାହିଁ କି,ମୁଖ୍ୟମନ୍ତ୍ରୀଙ୍କ ଅଫିସିଆଲି ନିବାସକୁ ଯିବେ ନାହିଁ।

କୋର୍ଟ ସାକ୍ଷୀଙ୍କର ସାକ୍ଷ୍ୟ ପ୍ରମାଣ ନସରିବା ଯାଏ ଏହି ମାମଲା ଉପରେ କହିବାକୁ ମନା କରି ଦେଇଛନ୍ତି। ସୁପ୍ରିମକୋର୍ଟ ସ୍ୱତନ୍ତ୍ର କୋର୍ଟଙ୍କୁ ୩ ସପ୍ତାହ ଭିତରେ ଏହି ମାମଲାକୁ ସାରିବାକୁ କହିଛନ୍ତି। ଏହାସହ ହିଁ ଏହି ସମୟରେ ବିଭବଙ୍କୁ କୌଣସି ବି ପ୍ରକାରର ଅଫିସିଆଲି ପୋଷ୍ଟ ନେବାରେ ରୋକ୍‌ ଲଗେଇଛନ୍ତି। 

କହି ରଖୁଛୁ କି , ୧୮ ମେ’ ରେ ଦିଲ୍ଲୀ ପୁଲିସ୍‌ ବିଭବ କୁମାରଙ୍କୁ କେଜ୍ରିୱାଲଙ୍କ ଘରୁ ଗିରଫ କରି ଥିଲେ। ତାଙ୍କ ବିରୋଧରେ ରାଜ୍ୟସଭା ସାଂସଦ ସ୍ୱାତୀ ମାଲିୱାଲ କେସ୍‌ ରୁଜୁ କରାଇ ଥିଲେ। ଏଫଆଇଆରରେ ସ୍ୱାତୀ ଅଭିଯୋଗ କରିଥିଲେ ଯେ, ବିଭବ ତାଙ୍କୁ ବିନା କୌଣସି କାରଣରେ ୭-୮ ଥର ଚାପୁଡ଼ା ମାରିଥିଲେ। ତାଙ୍କ ଛାତି ଓ ଅଣ୍ଟାକୁ ଗୋଇଠା ମାରି ଥିଲେ। ତାଙ୍କ ପୋଷାକ ବି ଟାଣି ଥିଲେ। ଏ ସବୁ ୧୩ ମେ’ରେ ହୋଇଥିଲା, ଯେବେ ସେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଭେଟିବାକୁ ତାଙ୍କର ବାସଭବନକୁ ଯାଇଥିଲେ। 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.