PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ପରଲୋକ , ଗୁଳିମାଡ଼ ପରେ ତାଙ୍କୁ ଭୁବନେଶ୍ୱରରେ ହସ୍ପିଟାଲରେ ଭର୍ତ୍ତି କରାଯାଇ ଥିଲା
  • ||
  • ମାଲକାନଗିରି : ମାଓଗଡ଼ରେ ସରକାରଙ୍କ ପକ୍ଷରୁ ୨୦୦ ଗରିବ ଆଦିବାସୀଙ୍କୁ ମୋବାଇଲ ଫୋନ ବଣ୍ଟନ
  • ||
  • ପାକିସ୍ତାନରେ ପୁଣି ମହଙ୍ଗା ମାଡ଼, ପେଟ୍ରୋଲ-ଡିଜେଲ ଦାମରେ ୩୫ ଟଙ୍କା ବୃଦ୍ଧି
  • ||
  • ଝାରସୁଗୁଡ଼ା: ମନ୍ତ୍ରୀ ନବ ଦାସଙ୍କୁ ଗୁଳି ମାଡ଼: ଛାତିରେ ବାଜିଛି ଗୁଳି, ଗୁରୁତର ଅବସ୍ଥାରେ ନିଆଯାଉଛି ହସ୍ପିଟାଲ
  • ||
  • ହକି ବିଶ୍ୱକପ୍‌: ସୁପର ସଣ୍ଡେରେ ଫାଇନାଲ୍ ଫାଇଟ୍, ବେଲଜିୟମ-ଜର୍ମାନୀ ମଧ୍ୟରେ ଟାଇଟଲ ଟକ୍କର
  • ||
  • ଭୂକମ୍ପରେ ଥରିଲା ଇରାନ୍, ୭ ମୃତ, ୪୦୦ରୁ ଅଧିକ ଆହତ
  • ||
  • ମୟୂରଭଞ୍ଜ: ହାତୀମୃତ ଦେହ ମିଳିବା ଘଟଣାରେ ୪ ଶିକାରୀ ଗିରଫ, ୨ ହାତୀଦାନ୍ତ ଜବତ…
  • ||
  • ଆଜି ଦ୍ୱିତୀୟ ଟି-ଟ୍ୱେଣ୍ଟି: ଭାରତ ପାଇଁ ‘କର ବା ମର’, ସିରିଜ ଜିତି ସ୍ୱଦେଶ ଫେରିବା ଲକ୍ଷ୍ୟରେ ନ୍ୟୁଜିଲାଣ୍ଡ
  • ||
  • ଭୁବନେଶ୍ୱର: ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ! ସଜେଇ ହେଉଛି ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ
  • ||
  • ଭୁବନେଶ୍ୱର: ଚିନାବାଦାମ ଚାଷର ନୂତନ ଜ୍ଞାନକୌଶଳ ଶିଖିବେ ଓଡ଼ିଆ କୃଷକ, ୮୦ ଚାଷୀଙ୍କୁ ଗୁଜରାଟ ପଠାଇଲା ସୋଆ
  • ||

ଭତ୍ତା ଟଙ୍କା ହଡପ ମାମଲା; ୨ ଜଣ ପୂର୍ବତନ ପିଇଓ ଏବଂ ଜଣେ ସରପଞ୍ଚଙ୍କୁ ୩ବର୍ଷ କାରାଦଣ୍ଡାଦେଶ ସହ ୩୫ ହଜାର ଟଙ୍କା ଜରିମାନା ଆଦେଶ…

Image Courtesy: Mint

କେନ୍ଦୁଝର ୩୦/୧୧ :ମୃତ ବ୍ୟକ୍ତିଙ୍କୁ ଜୀବିତ ଦର୍ଶାଇ ତଥା ଜାଲ୍ ନାଁରେ ୩ ଲକ୍ଷ ୬୮ ହଜାର ୯ ଶହ ଭତ୍ତା ଟଙ୍କା ହଡ଼ପ ମାମଲାରେ ୨ ଜଣ ପୂର୍ବତନ ପିଇଓ ଏବଂ ଜଣେ ସରପଞ୍ଚଙ୍କୁ ୩ବର୍ଷ କାରାଦଣ୍ଡାଦେଶ ସହ ୩୫ ହଜାର ଟଙ୍କା ଜୋରିମାନା ଆଦେଶ ଦେଲେ କେନ୍ଦୁଝର ମୁଖ୍ୟ ବିଚାର ବିଭାଗୀୟ ବିଚାରପତି । ୨୦୧୫ ମସିହାରେ କେନ୍ଦୁଝର ଜିଲ୍ଲା  ହରିଚନ୍ଦନପୁର ବ୍ଳକ ଭଅଁରପୁର ପଞ୍ଚାୟରେ ଘଟିଥିଲା ଏହି ଘଟଣା । ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ହେଲେ ତତ୍କାଳୀନ ପଞ୍ଚାୟତ ନିର୍ବାହୀ ଅଧିକାରୀ ପୂର୍ଣ୍ଣ ଚନ୍ଦ୍ର ପାତ୍ର ଓ ଶୁକଦେବ ମହାନ୍ତଙ୍କ ସହିତ ତତ୍କାଳୀନ ସରପଞ୍ଚ କୁନ୍ତଳା ଦେହୁରୀ  l ପୂର୍ଣ୍ଣ ଚନ୍ଦ୍ର ଏବେ ଯାଜପୁର ସଦର ବ୍ଲକରେ ଜିପିଇଓ ଭାବେ କାର୍ଯ୍ୟ କରୁଛନ୍ତି l

ସମ୍ବନ୍ଧିତ ଖବର