ପ୍ରମୂଖ ଖବର
  • ଆଜି ପିତୃ ଦିବସ: ବାପାଙ୍କ ପାଇଁ ଦିନଟିଏ, ବାପା ବିଶ୍ବାସର ବରଗଛ, ଭରଷାର ଭବିଷ୍ୟତ
  • ||
  • ଓଡ଼ିଶାରେ ନାକେଦମ୍ କରୁଛି ତାତି, କାଲିଠୁ ମିଳିବ ଆଶ୍ୱସ୍ତି: ୨୪ ସୁଦ୍ଧା ରାଜ୍ୟରେ ମୌସୁମୀ ବର୍ଷା ସମ୍ଭାବନା
  • ||

ସ୍କୁଲ ବସ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା, ୧୦ରୁ ଉର୍ଦ୍ଧ୍ଵ ଆହତ

ଝାରସୁଗୁଡ଼ା, ୨୨।୫ : ସ୍କୁଲ ବସ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ୧୦ରୁ ଅଧିକ ଆହତ। ୪୯ ନମ୍ବର ଜାତୀୟ ରାଜପଥ ଝାରସୁଗୁଡାରୁ ବେଲପାହାଡ ରାସ୍ତା ତାରିଣୀ ମନ୍ଦିର ନିକଟରେ ଏହି ଦୁର୍ଘଟଣା ଘଟିଛି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

ସୂଚନାନୁଯାୟୀ, ୪୯ ନମ୍ବର ଜାତୀୟ ରାଜପଥ ଝାରସୁଗୁଡାରୁ ବେଲପାହାଡ ରାସ୍ତା ତାରିଣୀ ମନ୍ଦିର ନିକଟରେ ଏକ ସ୍କୁଲ ବସ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣା ଫଳରେ ୧୦ରୁ ଅଧିକ ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘରୋଇ ସ୍କୁଲର ବସ୍ ବନ୍ଧବାହାଲରୁ ଝାରସୁଗୁଡା ଅଭିମୁଖେ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି। ବସ୍‌ରେ ୨୦ରୁ ଉର୍ଦ୍ଧ୍ଵ ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀ ଥିବା ସୂଚନା ମିଳିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.