PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ସୁବର୍ଣ୍ଣରେଖା ଓ ଦେଓ ଜଳସେଚନ ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୨୭ ହଜାର ହେକ୍ଟରରୁ ଉର୍ଦ୍ଧ୍ଵ ଜମିକୁ ମିଳିବ ଜଳସେଚନ ସୁବିଧା
  • ||
  • ଉଦଳା : ଉଦଳା ଏନଏସି ଅଧୀନ ୱାର୍ଡ ନମ୍ବର ୩ରେ ଥିବା ଅଙ୍ଗନବାଡି କେନ୍ଦ୍ରରେ କୃମି ଔଷଧ ଖାଇ ଶିଶୁ ପୁତ୍ର ଗୁରୁତର , ଡାକ୍ତରଖାନାରେ ଭର୍ତ୍ତି
  • ||
  • ସମ୍ବଲପୁର : ହୀରାକୁଦର ତଳମୁଣ୍ଡରେ ବନ୍ୟା ପରିସ୍ଥିତି ସୃଷ୍ଟି ସମ୍ଭାବନା, ସତର୍କ ସୂଚନା ଜାରି କଲା ପ୍ରଶାସନ
  • ||
  • ପାଟଣା : ଘର ଉପରେ ମାଡ଼ି ବସିଲା ବିରାଟକାୟ ବଉଳ ବୃକ୍ଷ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ
  • ||
  • ପୁରୀ : ଶ୍ରୀମନ୍ଦିରରେ ଗହ୍ମା ପୂର୍ଣ୍ଣିମା ଉତ୍ସବ, ବୀରଡୋରିରେ ଦୁଇ ଭାଇଙ୍କ ହାତରେ ୬ ଥାକିଆ ରାକ୍ଷୀ ବାନ୍ଧିଲେ ଭଉଣୀ ସୁଭଦ୍ରା
  • ||
  • ପାଟଣା : ଚୋରାଚାଲାଣ ବେଳେ ମାଡ଼ିବସିଲା ବନ ବିଭାଗ, ଶାଳ କାଠ ବୋଝେଇ ସ୍କର୍ପିଓ ଜବତ
  • ||
  • ଜଳେଶ୍ଵର : ବିପଦ ସଂକେତ ଉପରେ ପ୍ରବାହିତ ହେଉଛି ଜଳକା, ବନ୍ୟା ଆଶଙ୍କା
  • ||
  • ଭଦ୍ରକ : ଫୁଲୁଛି ବୈତରଣୀ ଓ ସାଳନ୍ଦୀ, ହଦଗଡ଼ ଡ୍ୟାମ୍‌ରୁ ୨ଟି ଗେଟ୍ ଦେଇ ହେଉଛି ବନ୍ୟାଜଳ ନିଷ୍କାସନ
  • ||

ସ୍କୁଲ ପରିସରରେ ଲହଡି ମାରୁଛି ବର୍ଷା ପାଣି, ଆଣ୍ଠୁଏ ଉଚ୍ଚର ପାଣିରେ ପଶି ବିଦ୍ୟାଳୟକୁ ଆସୁଛନ୍ତି ପିଲା… ଦେଖନ୍ତୁ ଭିଡିଓ

ଭୁବନେଶ୍ୱର ୦୫/୦୭: ବମିଖାଲ ଜିଜିପି କଲୋନୀ ସ୍କୁଲରେ ଲହଡି ମାରୁଛି ବର୍ଷା ପାଣି । ଦୁଇ ଦିନ ହେବ ବର୍ଷା ଯୋଗୁଁ ସ୍କୁଲ ପରିସରରେ ଆଣ୍ଠୁଏ ଉଚ୍ଚର ପାଣି ଜମିଛି। ପାଣି ପାର ହୋଇ ସ୍କୁଲ ଯାଉଛନ୍ତି ଛାତ୍ରଛାତ୍ରୀ । ବଡ ବର୍ଷା ହେଲେ ଏମିତି ଅନେକ ଦିନ ପାଣି ଜମିଥାଏ । ତେବେ ଦୀର୍ଘ ଦିନ ସମସ୍ୟା ହୋଇଥିଲେ ବି ସମାଧାନ ହୋଇ ପାରୁ ନାହିଁ । ତେବେ ସ୍ଥାନୀୟ କର୍ପୋରେଟରଙ୍କ କହିବା କଥା ସ୍କୁଲ ପାଖରେ ଡ୍ରେନ ନିର୍ମାଣ ଚାଲିଥିବାରୁ ପାଣି ଜମୁଛି । ଖୁବ୍ ଶୀଘ୍ର ସମସ୍ୟାର ସମାଧାନ ହେବ ବୋଲି ସୂଚନା ଦେଇଛନ୍ତି ।

ସମ୍ବନ୍ଧିତ ଖବର