ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବୋଲେରୋ ଧକ୍କାରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ

ନିଶ୍ଚିନ୍ତକୋଇଲି,୭/୬ : ସ୍କୁଟି ଆରୋହୀଙ୍କୁ ଧକ୍କା ଦେଲା ବୋଲେରୋ । ଫଳରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଛି । ଏଭଳି ଏକ ଘଟଣା ଘଟିଛି କଟକ -କେନ୍ଦ୍ରାପଡା ରାସ୍ତାର ପିପି କଲେଜ୍ ଛକଠାରେ ।

ସୂଚନାଯୋଗ୍ୟ ଯେ, କଟକ -କେନ୍ଦ୍ରାପଡା ରାସ୍ତାର ପିପି କଲେଜ୍ ଛକଠାରେ ଶୁକ୍ରବାର ଏକ ସ୍କୁଟି ଆରୋହୀଙ୍କୁ ଧକ୍କା ଦେଇଥିଲା ବୋଲେରୋ ଗାଡ଼ି । ଫଳରେ ଘଟଣାସ୍ଥଳରେ ସ୍କୁଟି ଆରୋହୀଙ୍କ ମୃତ୍ୟୁ ହୋଇଥିଲା । ମୃତକ ହେଲେ ତପନ କାଣ୍ଡି । ପରେ କ୍ଷତିପୂରଣ ଦାବିରେ ନିଶ୍ଚିନ୍ତକୋଇଲି ଥାନା ଛକଠାରେ ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଥିଲେ । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.