ପ୍ରମୂଖ ଖବର
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଜଗା ଦର୍ଶନ ପାଇଁ ଯିବାବେଳେ ଓଲଟିଲା ସ୍କର୍ପିଓ, ୨ ଆହତ

କଣାସ, ୧୭।୩: ପୁରୀ-ଭୁବନେଶ୍ୱର ୩୧୬ ନଂ ଜାତୀୟ ରାଜପଥର ମଙ୍ଗଳପୁର ମଧୁବନଠାରେ ଦୁର୍ଘଟଣା । ବିହାରରୁ ଜଗନ୍ନାଥଙ୍କ ଦର୍ଶନ କରିବାକୁ ପୁରୀ ଆସୁଥିବା ବେଳେ ଏକ ସ୍କର୍ପିଓ ଓଲଟି ପଡ଼ିଥିବା ସୂଚନା । ଦୁର୍ଘଟଣାରେ ୨ ଜଣ ଆହତ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ପିପିଲି ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.