ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ଆଜି ଓୟୁଟିଆର୍‌ରେ ପ୍ରଥମ ସମାବର୍ତ୍ତନ ଉତ୍ସବ, ସଭାପତିତ୍ୱ କରିବେ ରାଜ୍ୟପାଳ
  • ||
  • ମଙ୍ଗଳବାର ୟୁପି ରାଜ୍ୟସଭା ନିର୍ବାଚନ, ବିଜେପିକୁ ସମର୍ଥନ କରିବେ ରାଜା ଭୈୟା
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||
  • ୨୯ରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ, ଉପସ୍ଥାପିତ ହେବ ରତ୍ନଭଣ୍ଡାର ଲେଜର ସ୍କାନିଂ ରିପୋର୍ଟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସ ୯ ଓ୍ବିକେଟ୍ ବିଜୟୀ, ୟୁପି ୱାରିୟର୍ସର ଦ୍ୱିତୀୟ ପରାଜୟ
  • ||
  • ବୁଧବାରଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଆଜି କାର୍‌କେଡ୍‌ ରିହର୍ସାଲ କରିବ ଓଡ଼ିଶା ପୁଲିସ୍‌
  • ||
  • ଶନିବାର ବାରବାଟୀ ଷ୍ଟାଡିୟମ୍‌ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ, ୪୧ଟି କ୍ରିକେଟ୍‌ ଏକାଡେମୀ ହେବ ଲୋକାର୍ପଣ
  • ||
  • ଆସନ୍ତା ୩ ତାରିଖ ଯାଏ ବର୍ଷା ସମ୍ଭାବନା, ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି
  • ||

ବୋରିଗୁମ୍ମାରେ ସିିରିଜ ଦୁର୍ଘଟଣା: ଅଟୋ, ଦୁଇଟି ବାଇକ୍‌ ଧକ୍କା ଦେଇ ଚମ୍ପଟ୍ ମାରିଲା ସ୍କର୍ପିଓ ଡ୍ରାଇଭର, ୩ ମୃତ, ୧୦ ଆହତ

ବୋରିଗୁମ୍ମା  ୨୬/୦୧: ହାଇସ୍ପିଡ୍ ସାଜିଲା କାଳ। ଦ୍ରୁତଗତିରେ ଆସି ସିରିଜ ଦୁର୍ଘଟଣା କଲା ସ୍କର୍ପିଓ। ପ୍ରଥମେ ବାଇକ୍ ପରେ ଅଟୋ, ଆଉ ଏକ ବାଇକ୍‌କୁ ଘୋଷାଡ଼ି ନେଲା ସ୍କର୍ପିଓ। ଦୁର୍ଘଟଣା ସ୍ଥଳରେ ୩ ଜଣ ପ୍ରାଣ ହରାଇଥିବା ବେଳେ ୧୦ରୁ ଅଧିକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ସ୍କର୍ପିଓ ଛାଡ଼ି ଡ୍ରାଇଭର ଚମ୍ପଟ୍ ମାରିଥିବା ସୂଚନା ମିଳିଛି। ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣାର ଲାଇଭ ଫୁଟେଜ୍ ସିସିଟିଭିରେ ରେକର୍ଡ ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନା ମୁତାବିକ,  ଛତିଶଗଡ଼ ଜଗଡଲପୁରରୁ ଏକ ସ୍କର୍ପିଓ ବୋରିଗୁମ୍ମା ଅଭିମୁଖେ ଆସୁଥିବା ବେଳେ ବିପରୀତ ଦିଗରୁୁ ଏକ ବାଇକ, ଟ୍ରାକ୍ଟର ଏବଂ ଅଟୋ ଯାଉଥିଲା। ଏହି ସମୟ ହଠାତ୍ ଦ୍ରୁତଗତିରେ ଆସି ସ୍କର୍ପିଓଟି ପ୍ରଥମେ ବାଇକ ଏବଂ ଅଟୋକୁ ଧକ୍କା ଦେଇ ଏକ ନାଳ ମଧ୍ୟକୁ ଚାଲି ଯାଇଥିଲେ । ଫଳରେ ଅଟୋ ଏବଂ ବାଇକ ଛିଟିକି ପଡିଥିଲା । ଅଟୋରେ ପ୍ରାୟ ୧୫ ରୁ ଉର୍ଦ୍ଧ୍ୱ ଯାତ୍ରୀ ବସିଥିଲେ । ଅଟୋଟି ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ବୋରିଗୁମ୍ମା ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଅତି ଗୁରୁତରଙ୍କୁ ଜୟପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ସ୍କର୍ପିଓ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ପୋଲିସ ଘୋଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.