ପ୍ରମୂଖ ଖବର
  • ପାରାଦୀପ ବନ୍ଦରରେ ସିବିଆଇ ଚଢ଼ାଉ, ପୋର୍ଟ ପ୍ରଶାସନ ବିଲ୍ଡିଂରେ ୪ ଜିଣିଆ ଟିମ୍‌ର ଖୋଳତାଡ
  • ||
  • କଟକ : ମହାନଦୀ ପଠାରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ
  • ||
  • ଛତିଶଗଡ଼ର ବିଜାପୁରରେ ଏନ୍‌କାଉଣ୍ଟର, ସୁରକ୍ଷାବାହିନୀ ଗୁଳିରେ ୨୨ ନକ୍ସଲ ସଫା, ଜଣେ ଯବାନ ସହିଦ୍
  • ||
  • ନୟାଗଡ଼ରେ ଅଭାବନୀୟ ଘଟଣା, ଶୌଚାଳୟରେ ପ୍ରସବ କଲେ ଯୁକ୍ତ ୩ ଛାତ୍ରୀ
  • ||
  • ପ୍ରଶ୍ନକାଳ ଆରମ୍ଭରୁ ବିଧାନସଭାରେ ହୋହାଲ୍ଲା, ୧୨ଟା ଯାଏଁ ଗୃହ ମୁଲତବୀ
  • ||
  • ଗଜପତି: ଦୁଇ ବ୍ୟବସାୟୀଙ୍କ ଭାଇଙ୍କ ଘରେ ଆଇଟି ଚଢ଼ାଊ, ଆୟକର ବିଭାଗ ୧୨ ଅଧିକାରୀ ସାମିଲ୍
  • ||
  • ସମ୍ବଲପୁର: ପିଲାଙ୍କ ଭବିଷ୍ୟତ ସହିତ ସାଙ୍ଘାତିକ ଖେଳ, ପରୀକ୍ଷା ପୂର୍ବରୁ ୟୁଟ୍ୟୁବରେ ଘୂରି ବୁଲୁଛି ୭ମ ଏବଂ ୮ମ ପ୍ରଶ୍ନପତ୍ର
  • ||
  • ବୌଦ୍ଧ : ୧୨ କ୍ଵିଣ୍ଟାଲ ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସିର ଆର୍ଥିକ ଅନିୟମିତତା ମାମଲା : ରାଜା ଚକ୍ରଙ୍କ ସହଯୋଗୀ ସମୀର ଜେନା
  • ||
  • ସେଣ୍ଟ୍ରାଲ ବ୍ୟାଙ୍କ୍ ଅଫ୍‌ ଇଣ୍ଡିଆର ଏଟିଏମ୍‌ ତାଡି ନେଲେ ଦୁର୍ବୃତ୍ତ, ଜେସିବି ମାଲିକ ଅଟକ
  • ||
  • ତାତିରେ ବ୍ରେକ୍ ଲଗାଇବ କାଳବୈଶାଖୀ, ଆଜି ୬ ଜିଲ୍ଲାରେ ବର୍ଷା, ପବନ ପାଇଁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି
  • ||

ପୁରୀରେ ପୋଲିସ ଆଇନର ଧାରା-୩୦ ବଳବତ୍ତର : ବିନା ଅନୁମତିରେ ସଭା, ଶୋଭାଯାତ୍ରା, ମାଇକ ବଜାଇବା ମନା

Published By : Prameya | March 1, 2025 6:02 PM

ପୁରୀ,୧।୩ : ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି। ପୁରୀରେ ପୋଲିସ ଆଇନ ୩୦ ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହା ଫେବୃଆରୀ ୨୬ ତାରିଖରୁ ମେ ମାସ ୨୬ ତାରିଖ ୯୦ ଦିନ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଏହି ସମୟରେ  ପୁରୀରେ ସଭା, ଶୋଭାଯାତ୍ରା, ମାଇକ ବଜାଇବା ଉପରେ କଟକଣା ଲଗାଯାଇଛି। 

ପୋଲିସ ଆଇନର ୩୦ ଧାରା ପୁରୀ ଜିଲ୍ଲାରେ ଲାଗୁ କରାଯାଇଛି ।ଜିଲ୍ଲାର ସମସ୍ତ ପୋଲିସ ଷ୍ଟେସନ ଅଞ୍ଚଳ, ପୁରୀ ମ୍ୟୁନିସିପାଲିଟି, ପିପିଲି, କୋଣାର୍କ ଓ ନିମାପଡା ଏନଏସି ଅଞ୍ଚଳରେ ଏହି ଧାରା ୯୦ ଦିନ ପର୍ଯ୍ୟନ୍ତ ବଳବତ୍ତର ରହିବ। ଏହି ସମୟ ମଧ୍ୟରେ ବିନା ଅନୁମତିରେ ସଭା, ଶୋଭାଯାତ୍ରା ବାହାରି ପାରିବନି। ସେହିପରି ମାଇକ ବ୍ୟବହାରକୁ ମଧ୍ୟ ବେଆଇନ ଘୋଷଣା କରାଯାଇଛି ବୋଲି ପୁରୀ ଏସପି ବିନୀତ ଅଗ୍ରୱ୍ବାଲ ସୂଚନା ଦେଇଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.