ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

୧୫ ଲିଟରରୁ ଉର୍ଦ୍ଧ୍ୱ ଦେଶୀ ମଦ ଜବତ, ଜଣେ ଗିରଫ

Published By : Harapriya Sethi | December 14, 2024 9:41 AM

ସାଲେପୁର,୧୪/୧୨: ପୁରୁଣା ଚୋରା ମଦ ବେପାରୀଙ୍କ ଘରେ ଚଢାଉ । ଜବତ ହେଲା ୧୫ ଲିଟରରୁ ଉର୍ଦ୍ଧ୍ୱ ଦେଶୀ ମଦ । ଏହି ଘଟଣାରେ ସମ୍ପୃକ୍ତ ଥିବା ଅଭିଯୁକ୍ତ ନୃସିଂହ ବେହେରାଙ୍କୁ ଗିରଫ କରାଯାଇଛି । କଟକ ଜିଲ୍ଲାର କିଶନ ନଗର ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, କିଶନ ନଗର ଅଞ୍ଚଳରେ ବ୍ୟାପକ ଚୋରା ଦେଶୀ ମଦ କାରବାର ହେଉଥିବାର ବାରମ୍ବାର ଅଭିଯୋଗ ହୋଇ ଆସୁଥିଲା । କିଶନନଗର ଥାନାରେ ନୂତନ ଅଧିକାରିଣୀ ଦୁର୍ଗେସ ନନ୍ଦିନୀ ମହାନ୍ତି ଯୋଗ ଦେବା ପରେ ଚୋରା ଦେଶୀ ମଦ ବେପାରୀଙ୍କୁ ସାବାଡ଼ କରିବା ପାଇଁ ତତ୍ପର ହୋଇ ଉଠିଛନ୍ତି । କିଶନ ନଗର କଲେଜ ନିକଟରେ ପୁରୁଣା ଚୋରା ମଦ ବେପାରୀ ନୃସିଂହ ବେହେରାଙ୍କ  ଘରେ ହଠାତ ଚଢାଉ କରିଛନ୍ତି । ଏହି ଚଢାଉରେ ନୃସିଂହ ବେହେରାଙ୍କ ଘରୁ ୧୫ ଲିଟରରୁ ଉର୍ଦ୍ଧ୍ୱ ଚୋରା ଦେଶୀମଦ ଜବତ ହୋଇଛି । ଏହା ସହ ନୃସିଂହ ବେହେରାଙ୍କୁ ଗିରଫ କରାଯାଇଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.