ପ୍ରମୂଖ ଖବର
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ପଳାଶୁଣି ଛକ ନିକଟରେ ସିରିଜ ଦୁର୍ଘଟଣା: ଜଣେ ମୃତ, ୩ ଆହତ

Published By : Prameya | October 29, 2024 2:07 PM

ଭୁବନେଶ୍ୱର ୨୯/୧୦: ରାଜଧାନୀରେ ସିରିଜ ଦୁର୍ଘଟଣା। ପଳାଶୁଣି ଛକ ନିକଟରେ ପଛକୁ ପଛ ପିଟିହେଲେ ଅଟୋ, ପିକପ୍ ଭ୍ୟାନ୍‌, ବସ ଓ ଟ୍ରକ। ମର୍ମନ୍ତୁଦ ଦୁର୍ଘଟଣା ଘଟଣାସ୍ଥଳରେ ଜଣେ ବୃଦ୍ଧ ମୃତ୍ୟୁ ଘଟିଛି। ୩ ଜଣ ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଆହତକୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲ ପଠାଇଥିବା ଜଣାପଠିଛି। ଘଟଣାସ୍ଥଳରେ ମଞ୍ଚେଶ୍ୱର ଥାନା ପୋଲିସ ପହଞ୍ଚି ଗାଡିକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.