ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଭାରସାମ୍ୟ ହରାଇ ଓଲଟିଲା ବସ୍, ୧୨ ମୃତ ୧୬ ଗୁରୁତର, ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ଘୋଷଣା

Published By : Ankita S | November 29, 2024 3:18 PM

ମୁମ୍ବାଇ,୨୯/୧୧: ମହାରାଷ୍ଟ୍ରରେ ଭୟଙ୍କର ସଡକ ଦୁର୍ଘଟଣା । ଗୋନ୍ଦିଆ ଜିଲ୍ଲା ବିନ୍ଦ୍ରାଭାନା ଟୋଲା ଗାଁରେ ଭୟଙ୍କର ବସ୍ ଦୁର୍ଘଟଣା ଘଟିଛି । ଭଣ୍ଡାରାରୁ ଗୋନ୍ଦିଆ ଯିବା ବେଳେ ଭାରସାମ୍ୟ ହରାଇ ଏକ ବସ୍ ଓଲଟିପଡିଛି। ଏହି ଦୁର୍ଘଟଣାରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୬ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ଗୋନ୍ଦିଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ମହାରାଷ୍ଟ୍ର ସରକାର ମୃତକଙ୍କ ପରିବାରକୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.