ପ୍ରମୂଖ ଖବର
  • ବୟକଟ୍ ଇଣ୍ଡିଆରୁ ୱେଲକମ୍ ମୋଦି, ମାଳଦ୍ଵୀପ ବିମାନ ବନ୍ଦରରେ ମୋଦିଙ୍କୁ ସ୍ଵାଗତ କଲେ ମୁଇଜ୍ଜୁ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ : ରିଟର୍ଣ୍ଣିଂ ଏବଂ ଆସିଷ୍ଟାଣ୍ଟ ରିଟର୍ଣ୍ଣିଂ ଅଫିସରଙ୍କୁ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
  • ||
  • ଅଶ୍ଳୀଳ କଣ୍ଟେଣ୍ଟ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ : ୨୫ ଭିଡିଓ ପ୍ଲାଟଫର୍ମକୁ ବ୍ୟାନ୍ କଲେ କେନ୍ଦ୍ର ସରକାର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣାରେ ନୂଆ ଟୁଇଷ୍ଟ, ପୀଡ଼ିତାଙ୍କ ସାଙ୍ଗ କିଣିଥିଲେ ରୁପା ମୁଦି
  • ||
  • ଖୋଲିଲା ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌, ବାମ ପାର୍ଶ୍ୱରେ ୮ଟି ଏବଂ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସିତ
  • ||
  • ଜୟପୁର: ଭିଜିଲାନ୍ସ ପଞ୍ଝାରେ ଜୟପୁର ଡେପୁଟି ରେଞ୍ଜର ରାମଚନ୍ଦ୍ର ନେପାକ, ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ରେଡ୍
  • ||
  • ବିକାଶ ହେବ ୬ ବୟନଶିଳ୍ପ ପାର୍କ, ଆଜି ‘ଓଡ଼ିଶା ଟେକ୍ସ ୨୦୨୫’କୁ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • କାମ୍ବୋଡିଆ-ଥାଇଲାଣ୍ଡ ଭୟଙ୍କର ଯୁଦ୍ଧ, ଆକାଶରୁ ବର୍ଷୁଛି ବୋମା, ଗୁଳିମାଡ଼ରେ ୧୩ ଥାଇ ନାଗରିକଙ୍କ ମୃତ୍ୟୁ
  • ||
  • ଭାରତ-ବ୍ରିଟେନ୍‌ ମୁକ୍ତ ବାଣିଜ୍ୟ ରାଜିନାମା ସ୍ୱାକ୍ଷର, ଶସ୍ତା ହେବ ବ୍ରିଟେନ୍‌ ହ୍ୱିସ୍କି, କାର୍‌, ସଫ୍ଟଡ୍ରିଙ୍କ, ଫୁଟ୍‌ୱେର୍‌
  • ||
  • ମଣିପୁରରେ ଆଉ ୬ ମାସ ବଢ଼ିଲା ରାଷ୍ଟ୍ରପତି ଶାସନ, ସଂସଦରେ ପ୍ରସ୍ତାବକୁ ମଞ୍ଜୁରୀ, ଅଗଷ୍ଟ ୧୩ରୁ ଲାଗୁ
  • ||
  • ଅବପାତ ରୂପ ନେବ ଲଘୁଚାପ, ୩୦ ଯାଏ ପ୍ରବଳ ବର୍ଷିବ, ସମୁଦ୍ର ଅଶାନ୍ତରୁ ଥିବାରୁ ମତ୍ସ୍ୟଜୀବୀଙ୍କୁ ବାରଣ
  • ||

ଶନି-ସୂର୍ଯ୍ୟଙ୍କ ନବପଞ୍ଚମ ରାଜଯୋଗ; ବଦଳିବ ଏହି ୩ ରାଶିଙ୍କ ଭାଗ୍ୟ

Published By : Harapriya Sethi | July 25, 2025 6:51 AM

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଦେବଙ୍କୁ କର୍ମଫଳଦାତା କୁହାଯାଏ । ମାନ୍ୟତା ଅନୁସାରେ ଯେକୌଣସି ବ୍ୟକ୍ତି ବିଶେଷଙ୍କୁ ଶନି ସେମାନଙ୍କ କର୍ମ ଅନୁସାରେ ଫଳ ପ୍ରଦାନ କରି ଥାନ୍ତି । ଶନି ଗ୍ରହ ଅନ୍ୟ ଗ୍ରହ ସହ ଏକାଠି ହେବା ପରେ ବିଶେଷ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷ ଗଣନାନୁସାରେ ଏହି ସମୟରେ ଶନି ମୀନ ରାଶିରେ ବିରାଜମାନ ରହିଛନ୍ତି । ଏହି ରାଶିରେ ପ୍ରାୟ ୨୦୨୭ ପର୍ଯ୍ୟନ୍ତ ରହିବେ। ମାତ୍ର ଏହା ପୂର୍ବରୁ ଶନି ଅନେକ ଗ୍ରହ ସହ ଏକାଠି ହୋଇ ଶୁଭ ଯୋଗ ସୃଷ୍ଟି କରିବେ ।

୨୪ ଜୁଲାଇରେ ଶନି ଓ ସୂର୍ଯ୍ୟ ପରସ୍ପର ସହ ୧୨୦ ଡିଗ୍ରୀରେ ବିରାଜମାନ ରହିଛନ୍ତି । ଫଳରେ ନବପଞ୍ଚମ ରାଜଯୋଗ ସୃଷ୍ଟି ହୋଇଛି । ସେହିପରି ୨୪ ଜୁଲାଇରେ ଅମାବାସ୍ୟାର ବିଶେଷ ସଂଯୋଗ ମଧ୍ୟ ହୋଇଛି । ଶନି ଓ ସୂର୍ଯ୍ୟଙ୍କ ନବ ପଞ୍ଚମ ରାଜଯୋଗ ଫଳରେ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଭାଗ୍ୟରେ ଶୁଭ ପରିବର୍ତ୍ତନ ହେବ..

ମେଷ- ଏହି ରାଶିଙ୍କ ଜୀବନରେ ବଡ ପରିବର୍ତ୍ତନ ହେବ । କର୍ମକ୍ଷେତ୍ରରେ ଉନ୍ନତି ହେବ । ଦରମା ବୃଦ୍ଧି ହେବ। ପଦନ୍ନୋତି ହେବ । ଅମାଦାନୀରେ ବୃଦ୍ଧି ହେବ । ଛାତ୍ରଛାତ୍ରୀଙ୍କୁ ଶୁଭଫଳ ମିଳିବ । ଧନ ପ୍ରାପ୍ତିର ଯୋଗ ରହିଛି ।

ତୁଳା- ପରିଶ୍ରମର ଫଳ ମିଳିବ । ସଫଳତା ପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ । ଚିନ୍ତା ଦୂର ହୋଇ ଶାନ୍ତି ମିଳିବ । ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ବଡ ଉନ୍ନତି ହେବ ।

ବିଛା- କର୍ମକ୍ଷେତ୍ରରେ ସହଯୋଗ ମିଳିବ । ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଶୁଭଫଳ ମିଳିବ । ବ୍ୟବସାୟରେ ବଡ ଲାଭ ମିଳିବ । ଜବରଦସ୍ତ ଲାଭ ମିଳିବ । ଚାକିରିରେ ଥିବା ସମସ୍ୟା ଦୂର ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.