ପ୍ରମୂଖ ଖବର
  • ରାୟଗଡ଼ା : ଲାଞ୍ଚ ନେବା ବେଳ ଭିଜିଲାନ୍ସ ହାତରେ ଧରାପଡିଲେ ସିଡିପିଓ, କିରାଣୀ
  • ||
  • ବାଲେଶ୍ୱର : ସାପ କାମୁଡ଼ାରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ମୃତ
  • ||
  • ଖୋର୍ଦ୍ଧା : ବାଇକ୍‌ ପଛରେ ପିଟିହେଲା ମାଲବାହୀ ଟ୍ରକ୍‌; ମହିଳା ମୃତ, ଜଣେ ଆହତ
  • ||
  • ରଥ ଖଳା ହାଲ୍‌ଚାଲ୍... ରଥତ୍ରୟରେ ଲାଗିଲା ୧୨ ଦୁଆରଘଡ଼ା, କଳସ ଉଠି ଓଲଟ ଶୁଆ ସ୍ଥାପନ
  • ||
  • ୩ ବିଧାୟକଙ୍କୁ ବହିଷ୍କାର କଲା ସମାଜବାଦୀ ପାର୍ଟି, ଦଳ ବିରୋଧୀ କାର୍ଯ୍ୟ ପାଇଁ ଆକ୍ସନ
  • ||
  • ସୁନ୍ଦରଗଡ଼ : ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌; ୨ ମୃତ, ଜଣେ ଗୁରୁତର
  • ||
  • ଅନବସର ତ୍ରୟୋଦଶୀ ତିଥି, ମହାପ୍ରଭୁଙ୍କୁ ଘଣା ଓ ଖଳି ପ୍ରସାଦ ଲାଗି ହେବ
  • ||
  • ସିରିଆର ଏକ ଚର୍ଚ୍ଚରେ ଆତ୍ମଘାତୀ ବିସ୍ଫୋରଣ, ୨୦ ମୃତ
  • ||
  • ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଯୁବ ଶକ୍ତି ସମାବେଶରେ ଦେବେ ଯୋଗ
  • ||
  • ୨୫ରେ ଆଉ ଏକ ଘୂର୍ଣ୍ଣିବଳୟ, ୨୭ଯାଏ ବର୍ଷା ସମ୍ଭାବନା: ଆଜି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ବହୁ ଚର୍ଚ୍ଚିତ ଶାନ୍ତି ମିଶ୍ର ହତ୍ୟା ଘଟଣା; ଫେରାର ମାଧବ ୧୨ ବର୍ଷ ପରେ ଗିରଫ

Published By : Bijay Swain | May 17, 2025 12:00 AM

ବ୍ରହ୍ମପୁର ୧୬/୫ (ବ୍ୟୁରୋ): ବହୁ ଚର୍ଚ୍ଚିତ ଶାନ୍ତି ମିଶ୍ର ହତ୍ୟା ଘଟଣାର ଫେରାର ଅଭିଯୁକ୍ତ ମାଧବ ପାଣିଗ୍ରାହୀ ଗିରଫ। ୨୦୧୩ରୁ ସେ ଫେରାର ଥିବା ବେଳେ ଗୋସାଇଁନୂଆଗାଁ ଥାନା ପୁଲିସ ତାଙ୍କୁ ଗିରଫ କରିଛି। 

ସୂଚନା ମୁତାବକ, ୨୦୧୩ ମସିହାରେ ଶାନ୍ତି ମିଶ୍ରଙ୍କୁ ଗୋସାଇଁନୂଆଗାଁ ଗୁଣ୍ଡିଚା ମନ୍ଦିର ନିକଟରେ ଅଭିଯୁକ୍ତ ଜଣକ ଅତ୍ୟନ୍ତ ନିର୍ମମ ଭାବେ ହତ୍ୟା କରିଥିଲେ। ଏହି ମାମଲରେ ୧୧ଜଣଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ ହୋଇଥିବା ବେଳେ ଗତ କିଛିଦିନ ତଳେ ଫେରାର ଥିବା ଅନ୍ୟତମ ଅଭିଯୁକ୍ତ ମଉଜ ଓରଫ ସତିଶ ମିଶ୍ରଙ୍କୁ ପୁଲିସ ଗିରଫ କରିଥିଲା। ଆଜି ଏହି ମାମାଲାର ୧୩ ନମ୍ବର ଅଭିଯୁକ୍ତ ମାଧବ ପାଣିଗ୍ରାହୀକୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.