ପ୍ରମୂଖ ଖବର
  • ଭୁବନେଶ୍ୱର: ୧୯ରେ ବିଜେଡି ବିଧାୟକ ଦଳ ବୈଠକ, ଅଧକ୍ଷତା କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଦାର୍ଜିଲିଂରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା, ଏକ୍ସପ୍ରେସ୍ ଟ୍ରେନ୍‌କୁ ପଛ ପଟୁ ଧକ୍କା ଦେଲ ମାଲବାହୀ ଟ୍ରେନ୍, ୮ ଯାତ୍ରୀ ମୃତ, ୨୦ରୁ ଅଧିକ ଆହତ
  • ||
  • ନୀଳଗିରି: ରଜ ଉତ୍ସବରେ ଅଘଟଣ।ଝାଡ଼ାବାନ୍ତି ରେ ୯ ଗୁରୁତର ,୨ ଅସୁସ୍ଥ
  • ||
  • ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ରାଜେନ୍ଦ୍ରାଭିଷେକ ନୀତି, ମଙ୍ଗଳବାର ଋକ୍ମିଣୀ ବିବାହ ଉତ୍ସବ
  • ||
  • ସରିଲା ଗ୍ରୀଷ୍ମ ଛୁଟି, କାଲିଠୁ ଖୋଲିବ ସ୍କୁଲ: ଶିକ୍ଷକ ଆସି କରିବେ ସମସ୍ତ ବ୍ୟବସ୍ଥା
  • ||
  • ନୂଆପଡା ଲଛିପୁର ଛକରେ ଟ୍ରାକ୍ଟର୍କୁ ପିଟିଲା କାର, ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୪ ଜୀବନ
  • ||
  • ନାକେଦମ୍‌ କଲାଣି ଭୀଷଣ ତାତି ସାଙ୍ଗକୁ ଗୁଳୁଗୁଳି: ଆଗଉନି ମୌସୁମୀ, ବର୍ଷା ଗାଏବ
  • ||

୧୫ ଦିନ ହେବ ଜଳୁଛି ଶିମିଳିପାଳ ଜଙ୍ଗଲ, ଅଭୟାରଣ୍ୟର ୩୫ଟି ସ୍ଥାନରେ ଲାଗିଛି ନିଆଁ

କରଞ୍ଜିଆ, ୨୭।୪: ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲିଭିବାର ନାଁ ଧରୁନି । ଆଜକୁ ୧୫ ଦିନ ହେବ ନିଆଁ ଲାଗିଥିବା ବେଳେ ନିଆଁକୁ ଆୟତ୍ତ କରିବାକୁ ସକ୍ଷମ ହୋଇପାରିନି ବନବିଭାଗ । ଶନିବାର ସକାଳ ସୁଦ୍ଧା ଶିମିଳିପାଳ ଅଭୟାରଣ୍ୟର ୩୫ଟି ସ୍ଥାନରେ ନିଆଁ ଲାଗିଥିବା ସୂଚନା ଦେଇଛନ୍ତି ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ପ୍ରକାଶ ଚାନ୍ଦ ଗୋଗିନେନୀ । ଶିମିଳିପାଳ ଉତ୍ତର ବନ୍ୟପ୍ରାଣୀ ବନଖଣ୍ଡର ୨୨ଟି ଓ ଦକ୍ଷିଣ ବନ୍ୟପ୍ରାଣୀ ବନଖଣ୍ଡର ୧୩ଟି ସ୍ଥାନରେ ନିଆଁ ଲାଗିଥିବା ବେଳେ ଓଡ୍ରାଫ୍ ଟିମ୍‌କୁ ମଧ୍ୟ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ କରାଯାଇଥିବା ସୂଚନା । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.