ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

୧୫ ଦିନ ହେବ ଜଳୁଛି ଶିମିଳିପାଳ ଜଙ୍ଗଲ, ଅଭୟାରଣ୍ୟର ୩୫ଟି ସ୍ଥାନରେ ଲାଗିଛି ନିଆଁ

କରଞ୍ଜିଆ, ୨୭।୪: ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲିଭିବାର ନାଁ ଧରୁନି । ଆଜକୁ ୧୫ ଦିନ ହେବ ନିଆଁ ଲାଗିଥିବା ବେଳେ ନିଆଁକୁ ଆୟତ୍ତ କରିବାକୁ ସକ୍ଷମ ହୋଇପାରିନି ବନବିଭାଗ । ଶନିବାର ସକାଳ ସୁଦ୍ଧା ଶିମିଳିପାଳ ଅଭୟାରଣ୍ୟର ୩୫ଟି ସ୍ଥାନରେ ନିଆଁ ଲାଗିଥିବା ସୂଚନା ଦେଇଛନ୍ତି ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ପ୍ରକାଶ ଚାନ୍ଦ ଗୋଗିନେନୀ । ଶିମିଳିପାଳ ଉତ୍ତର ବନ୍ୟପ୍ରାଣୀ ବନଖଣ୍ଡର ୨୨ଟି ଓ ଦକ୍ଷିଣ ବନ୍ୟପ୍ରାଣୀ ବନଖଣ୍ଡର ୧୩ଟି ସ୍ଥାନରେ ନିଆଁ ଲାଗିଥିବା ବେଳେ ଓଡ୍ରାଫ୍ ଟିମ୍‌କୁ ମଧ୍ୟ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ କରାଯାଇଥିବା ସୂଚନା । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.